Thursday, August 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁନିଗୁଡା ସହିଦ ଲଖ୍ମଣନାୟକ ଛକରେ ଟ୍ରକ ଚାପାରେ ଜଣେ ଯୁବକଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
September 18, 2021
in Crime, State
ମୁନିଗୁଡା ସହିଦ ଲଖ୍ମଣନାୟକ ଛକରେ ଟ୍ରକ ଚାପାରେ ଜଣେ ଯୁବକଙ୍କ ମୃତ୍ୟୁ
18
VIEWS
Share on FacebookShare on Twitter

ମୁନିଗୁଡ଼ା, (ବାଘୁଆବାର୍ତ୍ତା): ଟ୍ରକ୍ ଚାପାରେ ଯୁବକ ମୃତ। ରାୟଗଡା ଜିଲ୍ଲା ମୁନିଗୁଡା ସହିଦ ଲଖ୍ମଣନାୟକ ଛକରେ ଟ୍ରକ ଚାପାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଲେ ପାଇକ ସାହିର ସୁବାଷ ସାହୁ। ଦୁର୍ଘଟଣା ଘଟାଇଥିବା ୨ ଟ୍ରକ୍ ଡ୍ରାଇଭରଙ୍କୁ ଅଟକ ରଖିଛି ପୋଲିସ। ସୁବାଷ ପ୍ରତିଦିନ ପରି ଆଜି ମଧ୍ୟ ସକାଳୁ ଲଖ୍ମଣନାୟକ ଛକରେ କିଛି ସମୟ ବସିବା ପରେ ରାସ୍ତା ପାର ହେଉଥିଲେ। ଏତିକି ବେଳେ ଦୃତ ଗତିରେ ଆସୁଥିବା ଗୋଟିଏ ଟ୍ରକ୍ ତାଙ୍କୁ ଧକ୍କା ଦେଇଥିଲା ଓ ପଛରେ ଆସୁଥିବା ଅନ୍ୟ ଏକ ଟ୍ରକ୍ ତାଙ୍କ ଉପରେ ମାଡିଯାଇଥିବା ଜଣା ପଡିଛି । ଏହି ଘଟଣା ପରେ ସ୍ଥାନୀୟ ଲୋକମାନେ ସେହି ୨ ଦୁଇ ଟ୍ରକକୁ ଅଟକାଇ ପୋଲିସକୁ ଖବର ଦେଇଛନ୍ତି । ଖବରପାଇ ଏସଡିପିଓ ଓ ମୁନିଗୁଡା ପୋଲିସ ଘଟଣାସ୍ଥଳରେ ପହଞ୍ଚିବା ପରେ ୨ ଟ୍ରକ୍ ସହ ଡ୍ରାଇଭରଙ୍କୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ଅପର ପକ୍ଷରେ ମୃତକଙ୍କ ପରିବାର ଲୋକ କ୍ଷତିପୂରଣ ଦାବି କରିଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!