Wednesday, August 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଜ ଜମିରେ ପଡୋଶୀଙ୍କ ଲାଟିନ୍ ପାଣି ଛାଡିବାକୁ ବିରୋଧ କରିବାରୁ ମହିଳାଙ୍କୁ ଗାଁ ଦାଣ୍ଡରେ ମାଡ଼

by ସଞ୍ଜୟ ସ୍ୱାଇଁ
September 18, 2021
in Crime, State
ନିଜ ଜମିରେ ପଡୋଶୀଙ୍କ ଲାଟିନ୍ ପାଣି ଛାଡିବାକୁ ବିରୋଧ କରିବାରୁ ମହିଳାଙ୍କୁ ଗାଁ ଦାଣ୍ଡରେ ମାଡ଼
55
VIEWS
Share on FacebookShare on Twitter

ନିଶ୍ଚିନ୍ତକୋଇଲି, (ବାଘୁଆବାର୍ତ୍ତା): ନିଜ ଜମିରେ ପଡୋଶୀଙ୍କ ଲାଟିନ୍ ପାଣି ଛାଡିବାକୁ ବିରୋଧ କରିବାରୁ ମହିଳାଙ୍କୁ ଗାଁ ଦାଣ୍ଡରେ ମାଡ଼ ମାରି ଲହୁଲୁହାଣ କରିଦେଲେ ପଡୋଶୀ। କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ଥାନା ଗୋପପୁର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଗୋପପୁର ଗାଁର କୃଷ୍ଣଚନ୍ଦ୍ର ଦାସ ଓ ବଟକୃଷ୍ଣ ଦାସଙ୍କ ଲାଟିନ ପାଣି ସୁଶୀଳା ଦାସଙ୍କ ଜମିରେ ଛାଡିବାରୁ ସେ ଏହାକୁ ବିରୋଧ କରିଥିଲେ। ଫଳରେ ଉଭୟ ପଡୋଶୀଙ୍କ ମଧ୍ୟରେ ଉଚ୍ଚବାଚ ହୋଇଥିଲା। ଏହାପରେ ଝଗଡ଼ା ଉଗ୍ର ରୂପ ନେବାରୁ ପଡୋଶୀ ବଟକୃଷ୍ଣ ଓ କୃଷ୍ଣଚନ୍ଦ୍ର ସୁଶୀଳାଙ୍କୁ ଏକ କାଠ ଫାଳିଆରେ ମାଡ଼ ମାରି ଲହୁଲୁହାଣ କରି ପକାଇଛନ୍ତି। ଗାଁ ଦାଣ୍ଡରେ ସୁଶୀଳା ଅନେକ ସମୟ ଧରୁ ମୁର୍ମୂଷ ଅବସ୍ଥାରେ ପଡି ରହିଥିଲେ। ଏହାପରେ ଗାଁ ଲୋକମାନଙ୍କ ସହାୟତାରେ ସୁଶୀଳାଙ୍କୁ ନିଶ୍ଚିନ୍ତକୋଇଲି ସ୍ଵାସ୍ଥ୍ୟକେନ୍ଦ୍ରକୁ ପଠାଯାଇଥିଲା। ଏହି ଖବର ପାଇ ସୁଶୀଳାଙ୍କ ଝିଅ ନିଶ୍ଚିନ୍ତକୋଇଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୁକ୍ତ କୃଷ୍ଣଚନ୍ଦ୍ର ଓ ବଟକୃଷ୍ଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!