Wednesday, August 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାର୍ ମାଲିକଙ୍କ ସହ ୨ କର୍ମଚାରୀଙ୍କୁ ଗିରଫ କରିଛି ପୋଲିସ, ନାଇଟ୍ କର୍ଫ୍ୟୁ କଟକଣା ନମାନି ଚାଲିଥିଲା ନାଚଗୀତ ଆସର

by ସଞ୍ଜୟ ସ୍ୱାଇଁ
September 18, 2021
in Crime, State
ବାର୍ ମାଲିକଙ୍କ ସହ ୨ କର୍ମଚାରୀଙ୍କୁ ଗିରଫ କରିଛି ପୋଲିସ, ନାଇଟ୍ କର୍ଫ୍ୟୁ କଟକଣା ନମାନି ଚାଲିଥିଲା ନାଚଗୀତ ଆସର
20
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଏମ୍ବାସୀ ବାର୍ ମାଲିକଙ୍କୁ ଗିରଫ କଲା ପୋଲିସ । ରାଜଧାନୀରେ ରାତିରେ ଡ୍ୟାନ୍ସ ବାର୍ ଚାଲିବା ଘଟଣାରେ ଗିରଫ କରିଛି ଚନ୍ଦ୍ରଶେଖରପୁର ପୋଲିସ । ବାର୍ ମାଲିକଙ୍କ ସହ ୨ କର୍ମଚାରୀଙ୍କୁ ଗିରଫ କରିଛି ପୋଲିସ । ନାଇଟ୍ କର୍ଫ୍ୟୁ କଟକଣା ନମାନି ଚାଲିଥିଲା ନାଚଗୀତ ଆସର । ବାର୍ ରେ ଏକାଠି ହୋଇ ମସଗୁଲ୍ ଥିଲେ ୫ ଶହ ଯୁବକଯୁବତୀ । ଯାହାର ସୂଚନା ପାଇ ବିଳମ୍ବିତ ରାତିରେ ବାର୍ ରେ ଚଢାଉ କରିଥିଲା ପୋଲିସ । ପୋଲିସର ଚଢାଉ ପରେ ସଂପୃକ୍ତ ବାର୍ କୁ ସିଲ୍ କରିଥିଲା ବିଏମସି । ଶୁକ୍ରବାର ରାତି ପ୍ରାୟ ୧୧ଟା ବେଳେ ରଙ୍ଗୀନ ଲାଇଟ୍ ସାଙ୍ଗକୁ ଡିଜେ ଗୀତରେ ଦୁଲୁକୁଥିଲା ବାର୍ । ବିଭିନ୍ନ ହିନ୍ଦୀ ଗୀତର ତାଳେ ତାଳେ ମସୁଗୁଲ ଥିଲେ ଯୁବପୀଢ଼ି । ଖବର ପାଇ ଅତର୍କିତ ଚଢ଼ାଉ କରିଥିଲା ପୋଲିସ । ବାର୍ ଭିତରେ ଥିଲେ ପାଖାପାଖି ୫ ଶହ ଯୁବକ ଯୁବତୀ । କରୋନା ନିୟମ ଉଲଂଘନ କରିବା ଅଭିଯୋଗରେ ଭୁବନେଶ୍ବର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଥିବା ଏମ୍ବାସୀ ବାରକୁ ବିଏମସି ସହାୟତାରେ ସିଲ୍ କଲା ଚନ୍ଦ୍ରଶେଖରପୁର ଥାନା ପୋଲିସ । ଭୁବନେଶ୍ବରରେ ଏବେ ବି ନାଇଟ୍ କର୍ଫ୍ୟୁ ଜାରି ରହିଛି । ଏଭଳି କ୍ଷେତ୍ରରେ ଯେଉଁମାନେ ନିୟମ ଉଲଂଘନ କରୁଛନ୍ତି, ସେମାନଙ୍କ ପ୍ରତି କାର୍ୟ୍ୟାନୁଷ୍ଠାନ ନେଉଛି ପ୍ରଶାସନ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!