Wednesday, August 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି

by ସଞ୍ଜୟ ସ୍ୱାଇଁ
September 18, 2021
in Crime, State
ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି
107
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଯାଜପୁର ଜିଲ୍ଲା ପଣସା ପଂଚାୟତ ଅନ୍ତର୍ଗତ ପାଟପୁର ରଘୁନାଥପୁର ଗାଁରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ଗାଁ ନିକଟ ଗଛରେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଗଛରେ ମୃତଦେହ ଝୁଲୁଥିବା ଦେଖି ଗ୍ରାମବାସୀ ଯାଜପୁର ଟାଉନ ଥାନାକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ମହିଳା ଜଣେ ଆଦିବାସୀ ସମ୍ପ୍ରଦାୟର ସୁରବାଲି ବାବୁ ଖାଙ୍କ ସ୍ତ୍ରୀ ଚତର ବୋଲି ଜଣାପଡିଛି । ମୃତ ମହିଳାଙ୍କ ବାପା ଏହା ଏକ ହତ୍ୟାକାଣ୍ଡ ବୋଲି ଥାନାରେ ଅଭିଯୋଗ କଲା ପରେ ପୋଲିସ ହତ୍ୟା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!