Thursday, August 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୋବାଇଲ ନମ୍ବରକୁ ଟ୍ରାକ୍ କରି ଧଳା ଜହର ବେପାରୀକୁ ମାଡ଼ି ବସିଲା ପୁଲିସ

by ସଞ୍ଜୟ ସ୍ୱାଇଁ
September 18, 2021
in Crime, Nayagarh, State
ମୋବାଇଲ ନମ୍ବରକୁ ଟ୍ରାକ୍ କରି ଧଳା ଜହର ବେପାରୀକୁ ମାଡ଼ି ବସିଲା ପୁଲିସ
114
VIEWS
Share on FacebookShare on Twitter

ରଣପୁର, (ବାଘୁଆବାର୍ତ୍ତା): ନୟାଗଡ ଜିଲ୍ଲା ଚାନ୍ଦପୁର ଥାନା ଓ ରଣପୁର ଥାନା ଅଞ୍ଚଳରେ ଧଳା ଜହର କାରବାର ରୋକିବା ପାଇଁ ନୟାଗଡ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କଡା ନିର୍ଦେଶ ଦେଇଛନ୍ତି । ଯାହାକୁ ନେଇ ପୋଲିସ ଧଳା ଜହର କାରବାର ଉପରେ ପଦକ୍ଷେପ ନେବା ପାଇଁ ଜୋର ଦେଇଛନ୍ତି । ଖୋର୍ଦ୍ଧା ଅଞ୍ଚଳର ଜଣେ ଯୁବକ ରାଜସୁନାଖଳା, ରଣପୁର, ଚାନ୍ଦପୁର ଓ ଟାଙ୍ଗୀ ଅଞ୍ଚଳରେ ଧଳା ଜହର କାରବାର କରୁଥିବା ଚାନ୍ଦପୁର ପୋଲିସ ବିଶେଷ ସୂତ୍ରରୁ ଖବର ପାଇଥିଲା । ତାର ମୋବାଇଲ୍‌ ନମ୍ବର ଉପରେ ପୋଲିସ ୩ ମାସ ହେଲା ନଜର ରଖିଥିଲା । ସେ ଚାନ୍ଦପୁର ଥାନା ନାକିଠଣା ଅଞ୍ଚଳରେ ଥିବା ପୋଲିସ୍‌ ମୋବାଇଲ୍‌ ନମ୍ବରରୁ ସୂଚନା ପାଇଥିଲା । ଫଳରେ ଚାନ୍ଦପୁର ଥାନା ନିରୀକ୍ଷକ ରଶ୍ମୀ ରଞ୍ଜନ ଦାସ ଅତିରିକ୍ତ ନିରୀକ୍ଷକ ଅଳି ସା, ରମେଶ ବେହେରା, ସରୋଜ ଛୁଆଳସିଂହ ଓ ସଂଜୟ ସାମନ୍ତରାୟ ସଦଳବଳେ ନାକିଠଣା ଠାରେ ଚଢାଉ କରି ୭ ଗ୍ରାମ ଧଳା ଜହର, ଗୋଟିଏ ସ୍କୁଟି ଜବତ ସହ ଓ ଅଭିଯୁକ୍ତ ପ୍ରକାଶ ନାୟକକୁ ଗିରଫ କରିଥିଲେ । ପୋଲିସର ସୂଚନା ଅନୁଯାଇ ଜବତ ଧଳା ଜହରର ଆନୁମାନିକ ମୂଲ୍ୟ ୬୫ ଜହାର ଟଙ୍କା ହେବ ବୋଲି ଜଣାପଡିଛି । ଅଭିଯୁକ୍ତକୁ ନୟାଗଡ କୋର୍ଟକୁ ଚାଲାଣ କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!