Thursday, August 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିକଅପ୍ ଭ୍ୟାନରୁ ବିପୁଳ ପରିମାଣର ଶାଳ ପଟ୍ଟା ଜବତ

by ସଞ୍ଜୟ ସ୍ୱାଇଁ
September 19, 2021
in Crime, State
ପିକଅପ୍ ଭ୍ୟାନରୁ ବିପୁଳ ପରିମାଣର ଶାଳ ପଟ୍ଟା ଜବତ
108
VIEWS
Share on FacebookShare on Twitter

ପାଟଣା, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ତୋଣ୍ଡ ବିଟ ଅନ୍ତର୍ଗତ ରୋହଣୀଦୁମା ନିକଟରୁ ବିପୁଳ ପରିମାଣର କାଠ ପଟ୍ଟା ଜବତ । ଶନିବାର ରାତିରେ ଏକ ଶାଳ ପଟ୍ଟା ବୋଝେଇ ପିକଅପ୍ ଭ୍ୟାନକୁ ବନ ବିଭାଗ ଜବତ କରିଛି। ଭ୍ୟାନରୁ ୩୮ ଟି ଶାଳ ପଟ୍ଟା ଜବତ ହୋଇଥିବା ବେଳେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଜବତ କାଠର ଆନୁମାନିକ ମୂଲ୍ୟ ୫୦ ହଜାର ଟଙ୍କାରୁ ଉର୍ଦ୍ଧ୍ୱ ହେବ ବୋଲି ପାଟଣା ରେଞ୍ଜର ଟିକେଶ୍ୱର ମହାନ୍ତ ସୂଚନା ଦେଇଛନ୍ତି। ଏହି ଚଢ଼ଉରେ ପାଟଣା ରେଞ୍ଜର ଟିକେଶ୍ୱର ମହାନ୍ତ ତୋଣ୍ଡ ବିଟର ବନରକ୍ଷୀ ପ୍ରଯୁକ୍ତା ଜେନାଙ୍କ ସମେତ ଅନ୍ୟ କର୍ମଚାରୀ ସାମିଲ ଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!