Friday, August 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ ମାସ ତଳେ କରିଥିଲେ ପ୍ରେମ ବିବାହ, ଶ୍ୱଶୁର ଘରୁ ଝୁଲନ୍ତା ଅବସ୍ଥାରେ ମିଳିଲା ତାଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
September 19, 2021
in Crime, State
୪ ମାସ ତଳେ କରିଥିଲେ ପ୍ରେମ ବିବାହ, ଶ୍ୱଶୁର ଘରୁ ଝୁଲନ୍ତା ଅବସ୍ଥାରେ ମିଳିଲା ତାଙ୍କ ମୃତଦେହ
63
VIEWS
Share on FacebookShare on Twitter

ଧର୍ମଗଡ଼, (ବାଘୁଆବାର୍ତ୍ତା): ଚାରି ମାସ ତଳେ କରିଥିଲେ ପ୍ରେମ ବିବାହ। ହେଲେ ଗତକାଲି ଶ୍ୱଶୁର ଘରୁ ଝୁଲନ୍ତା ଅବସ୍ଥାରେ ମିଳିଲା ତାଙ୍କ ମୃତଦେହ। ଘଟଣାଟି ଘଟିଛି କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଣିଜରା ଗାଁରେ। ମୃତ ମହିଳା ଜଣଙ୍କ ହେଲେ ପଦ୍ମିନୀ ରାଉତ। ତାଙ୍କୁ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ତାଙ୍କ ବାପ ଘର ଲୋକେ ଅଭିଯୋଗ କରିଛନ୍ତି। ତାଙ୍କ ସ୍ୱାମୀ ଜନ୍ମେଜୟ ମାଝୀଙ୍କୁ ପୁଲିସ ଅଟକ ରଖି ପଚରାଉଚରା କରୁଛି। ମିଳିଥିବା ସୂଚନା ଅନୁସାରେ, ବଣିଜରା ଗାଁର ଜନ୍ମେଜୟ ଗତ ମେ’ ମାସରେ ପଦ୍ମିନୀଙ୍କୁ ପ୍ରେମ ବିବାହ କରିଥିଲେ। ପରିବାର ବିରୋଧରେ ଯାଇ ସେମାନେ ପ୍ରେମ ବିବାହ କରିଥିଲେ। ତେବେ ଗତକାଲି ହଠାତ୍ ଘର ଭିତରେ ଝୁଲନ୍ତା ଅବସ୍ଥାରେ ପଦ୍ମିନୀଙ୍କ ମୃତଦେହ ମିଳିଥିଲା। ଏ ବିଷୟରେ ସ୍ୱାମୀ ଜନ୍ମେଜୟ ଫୋନ ଯୋଗେ ତାଙ୍କ ଶ୍ୱଶୁର ଘର ଲୋକଙ୍କୁ ଜଣାଇଥିଲେ। ପରେ ସେମାନେ ପୁଲିସକୁ ଜଣାଇଥିଲେ। ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ଜୁନାଗଡ ଥାନାରେ ଝିଅର ବାପା ଜୟରାମ ରାଉତ ଲିଖିତ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୁଲିସ୍ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!