Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୨୫୦ କିଲୋଗ୍ରାମ୍‌ର ଗଞ୍ଜେଇ ଜବତ କରିବା ସହ ୭ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ

by ସଞ୍ଜୟ ସ୍ୱାଇଁ
September 20, 2021
in Crime, State
୧୨୫୦ କିଲୋଗ୍ରାମ୍‌ର ଗଞ୍ଜେଇ ଜବତ କରିବା ସହ ୭ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ
76
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ବ୍ରହ୍ମପୁର ଉପକଣ୍ଠ ହଳଦିଆପଦର ରାଜପଥ ନିକଟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ। ୧୨୫୦ କିଲୋଗ୍ରାମ୍‌ର ଗଞ୍ଜେଇ ଜବତ କରିବା ସହ ୭ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଗଜପତି ରାୟଗଡ଼ ଅଞ୍ଚଳରୁ ଖୋର୍ଦ୍ଧା ଜିଲ୍ଲା ଅଭିମୁଖେ ଯାଉଥିବା ଏକ ଟ୍ରକ୍‌ରୁ ଏହି ଗଞ୍ଜେଇ ସବୁ ଜବତ ହୋଇଛି। ଗଜପତି ରାୟଗଡ ଅଞ୍ଚଳରୁ ଖୋର୍ଦ୍ଧା ଜିଲ୍ଲା ଅଭିମୁଖେ ଏକ ଟ୍ରକ୍ ଓ କାର୍‌ରେ ଗଞ୍ଜେଇ ବୋଝେଇ ହୋଇ ଚାଲାଣ ହେଉଥିଲା। ଖବର ପାଇ ଜାତୀୟ ରାଜପଥରେ ବ୍ରହ୍ମପୁର ଅବକାରୀ ବିଭାଗ ଚଢାଉ କରିଥିଲା । ଏହି ସମୟରେ ବ୍ରହ୍ମପୁର ଉପକଣ୍ଠ ହଳଦିଆପଦର ରାଜପଥ ନିକଟରୁ ଅବକାରୀ ବିଭାଗ ଏହି ଗଞ୍ଜେଇ ସବୁ ଜବତ କରିଛି। ପ୍ରାୟ ୧୨୫୦ କିଲୋଗ୍ରାମର ଗଞ୍ଜେଇ ଜବତ ହୋଇଛି। ୭ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଏହା ସହ ଟ୍ରକ୍ ଓ କାର୍ ଜବତ କରିଛି ଅବକାରୀ ବିଭାଗ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!