Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବକଙ୍କ ଉନ୍ମୁକ୍ତ କାଣ୍ଡ, ରାସ୍ତାରେ କଲେଜ ଛାତ୍ରୀଙ୍କୁ ଟଣାଓଟରା କରୁଥିବାରୁ ଲୋକେ ଧରି ପକାଇ ଉତ୍ତମ ମଧ୍ୟମ ଦେଇଥିଲେ

by ସଞ୍ଜୟ ସ୍ୱାଇଁ
September 20, 2021
in Crime, State
ଯୁବକଙ୍କ ଉନ୍ମୁକ୍ତ କାଣ୍ଡ, ରାସ୍ତାରେ କଲେଜ ଛାତ୍ରୀଙ୍କୁ ଟଣାଓଟରା କରୁଥିବାରୁ ଲୋକେ ଧରି ପକାଇ ଉତ୍ତମ ମଧ୍ୟମ ଦେଇଥିଲେ
144
VIEWS
Share on FacebookShare on Twitter

ସାଲେପୁର, (ବାଘୁଆବାର୍ତ୍ତା): ଯୁବକଙ୍କ ଉନ୍ମୁକ୍ତ କାଣ୍ଡ। ଜଣେ କଲେଜ ଛାତ୍ରୀଙ୍କୁ ରାସ୍ତା ଉପରେ ଜୋରଜବରଦସ୍ତ ଆକ୍ରମଣ କରିବା ସହିତ ଟଣାଓଟରା କରି ଥିଲା। ଏଭଳି ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ସାଲେପୁର ବିସେଶ୍ୱର ମନ୍ଦିର ନିକଟ ରାସ୍ତାରେ । ଛାତ୍ରୀ ଜଣକ କଲେଜରୁ ଘରକୁ ଯାଉଥିଲେ। ଯୁବକ ଜଣକ ସ୍ଥାନୀୟ ଚନ୍ଦ୍ରାଦେଇପୁର ଅଞ୍ଚଳର ବୋଲି ଜଣାପଡିଥିବା ବେଳେ ତା ନାମ କାଳୁ ଗୋଛୟତ ବୋଲି ଜଣାପଡିଛି। କାଳୁ କେନାଲରେ ଡେଇଁ ପଳାଇ ଯାଉଥିବା ସମୟରେ ସ୍ଥାନୀୟ ଲୋକମାନେ ତାକୁ କାବୁ କରି ଉତ୍ତମ ମଧ୍ୟମ ଦେଇଥିଲେ । ପରେ ଲୋକେ ଉକ୍ତ ଯୁବକକୁ ପୋଲିସ ଜିମା ଦେଇଥିବାବେଳେ ଛାତ୍ରୀଙ୍କୁ ତାଙ୍କ ପରିବାର ଜିମା ଦେଇଥିବା ଜଣାପଡିଛି। ପୋଲିସ ସମ୍ପୃକ୍ତ ଯୁବକକୁ ଥାନାରେ ଅଟକରଖି ପଚରାଉଚରା କରୁଥିବା ଜଣାପଡ଼ିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!