Sunday, September 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁତୁରାକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା କକା

by ସଞ୍ଜୟ ସ୍ୱାଇଁ
July 12, 2021
in Crime, State
ପୁତୁରାକୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା କକା
130
VIEWS
Share on FacebookShare on Twitter

ପାଟଣା, (ବାଘୁଆବାର୍ତ୍ତା): ଜଙ୍ଗଲରୁ ମୃତଦେହ ଠାବ । କେନ୍ଦୁଝର ଜିଲ୍ଲା ବାରିଆ ଥାନା ବାରିଆବନ୍ଧ ସାହିରେ ଘଟିଛି ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ମୃତକ ଦିବାକର ମହାନ୍ତ ବୋଲି ଜଣାପଡିଛି । ଖବର ଅନୁଯାୟୀ, ବାରିଆ ଥାନା ବାରିଆବନ୍ଧ ସାହିରେ ପୂର୍ବ ଶତୃତାକୁ କେନ୍ଦ୍ର କରି ପୁତୁରାକୁ ଠେଙ୍ଗାରେ ପିଟି ପିଟି ପୁଅ ସହ ହତ୍ୟା କରିଛି କକା। ମୃତକ ବନ୍ଦ ସାହିର ଦିବାକର ମହାନ୍ତ । ଗାଁ ମୁଣ୍ଡ ଆକାଶିଆ ଜଙ୍ଗଲରୁ ମୃତଦେହ ଠାବ ହୋଇଛି । ଅଭିଯୁକ୍ତ କାକା ଭରତ ମହାନ୍ତ ଓ ତାଙ୍କ ପୁଅ ଦୁର୍ୟ୍ୟୋଧନ ମହାନ୍ତଙ୍କ ଅଟକ ରଖିଛି ପୋଲିସର । ଘଟଣାସ୍ଥଳରେ ଛାନ୍‌ଭିନ୍‌ ଜାରି ରଖିଛି । ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ନେଇପାରେ ପୋଲିସ ବୋଲି ସୂଚନା ମିଳିଛି । ତେବେ କେଉଁ କାରଣକୁ ନେଇ ଉଭୟଙ୍କର ପୂର୍ବ ଶତ୍ରୁତା ଥିଲା ତାହା ବର୍ତ୍ତମାନ ପର୍ୟ୍ୟନ୍ତ କିଛି ସ୍ପଷ୍ଟ ସୂଚନା ମିଳିନି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!