Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକ ଘରୁ ଉଦ୍ଧାର ହୋଇଛି ମା’ ଓ ୨ ଝିଅଙ୍କ ମୃତଦେହ, ସ୍ୱାମୀ ଫେରାର ଥିବାରୁ ଏହା ହତ୍ୟା ନା ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
September 22, 2021
in Crime, State
ଏକ ଘରୁ ଉଦ୍ଧାର ହୋଇଛି ମା’ ଓ ୨ ଝିଅଙ୍କ ମୃତଦେହ, ସ୍ୱାମୀ ଫେରାର ଥିବାରୁ ଏହା ହତ୍ୟା ନା ଆତ୍ମହତ୍ୟା
163
VIEWS
Share on FacebookShare on Twitter

ଝାରସୁଗୁଡା, (ବାଘୁଆବାର୍ତ୍ତା): ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଘରୁ ଉଦ୍ଧାର ହୋଇଛି ମା’ ଓ ୨ ଝିଅଙ୍କ ମୃତଦେହ । ମୃତକ ୩ ଜଣ ହେଲେ ୨୮ ବର୍ଷୀୟା ସୋନି ପୋଦାର, ତାଙ୍କ ୫ ବର୍ଷୀୟା ଝିଅ ମୁସ୍କାନ ଓ ୩ ବର୍ଷୀୟା ରାଧିକା । ସମ୍ପୃକ୍ତ ମହିଳାଙ୍କ ସ୍ୱାମୀ ନାରାୟଣ ପୋଡ଼ଦାର ଫେରାର ଥିବା ବେଳେ ଏହା ହତ୍ୟା ନା ଆତ୍ମହତ୍ୟା ତାକୁ ନେଇ ଆରମ୍ଭ ହୋଇଛି ସସ୍‌ପେନ୍ସ। ପୁଲିସ୍‌ ଖୋଳତାଡ଼ ଆରମ୍ଭ କରିଥିବା ବେଳେ ମହିଳାଙ୍କ ସ୍ୱାମୀଙ୍କ ଟେର ପାଇପାରିନି। ନାରାୟଣ ପୋଡ଼ଦାର ଓ ସୋନି ପୋଦାର ନିଜ ୨ ଝିଅଙ୍କ ସହ ଗଙ୍ଗାନଗର ଫାଟକପଡାରେ ରହୁଥିଲେ। ଆଜି ସକାଳେ ଘରେ ନାରାୟଣ ନ ଥିବା ବେଳେ ମା’ ଓ ୨ ଝିଅଙ୍କ ମୃତଦେହ ପଡ଼ିଥିଲା। ଏହା ଦେଖି ପଡ଼ୋଶୀ ତୁରନ୍ତ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବା ବେଳେ ମୃତ୍ୟୁର କାରଣ ଜଣାପଡ଼ିନି। ଘଟଣା ପରଠୁ ନାରାୟଣ ଫେରାର ଥିବା ବେଳେ ତାଙ୍କ ପତ୍ତା ମିଳିପାରୁନି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!