Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩ ଦିନ ହେଲା ନିଖୋଜ ଥିବା ଚରଣ ବେହେରାଙ୍କ ମୃତଦେହ ଆଜି ଉଦ୍ଧାର

by ସଞ୍ଜୟ ସ୍ୱାଇଁ
September 22, 2021
in Crime, State
୩ ଦିନ ହେଲା ନିଖୋଜ ଥିବା  ଚରଣ ବେହେରାଙ୍କ ମୃତଦେହ ଆଜି ଉଦ୍ଧାର
134
VIEWS
Share on FacebookShare on Twitter

ବାଲୁଗାଁ, (ବାଘୁଆବାର୍ତ୍ତା): ଶାଳିଆ ନଦୀକୁ ଗାଧୋଇବାକୁ ଯାଇ ଗତ ୩ ଦିନ ହେଲା ନିଖୋଜ ଥିବା ଚରଣ ବେହେରାଙ୍କ ମୃତଦେହ ଆଜି ଉଦ୍ଧାର ହୋଇଛି। ମୃତ ଚରଣ ବେହେରାଙ୍କ ଘର ବାଣପୁର ଥାନା ମାଣିକପୁର ଗାଁରେ । ସୂଚନାଯୋଗ୍ୟ, ଗତ ୨୦ ତାରିଖ ସକାଳେ ଚରଣ ଶାଳିଆ ନଦୀକୁ ଗାଧୋଇବାକୁ ଯାଇଥିଲେ। ମାତ୍ର ଏହାପରେ ପରିବାର ଲୋକ ତାଙ୍କ ପତ୍ତା ପାଇ ନ ଥିଲେ। ବାଣପୁର ଓ ବାଲୁଗାଁ ଦମକଳ ବାହିନୀ ବହୁ ଖୋଜାଖୋଜି କରିବା ପରେ ବି ଚରଣଙ୍କ ପତ୍ତା ପାଇପାରି ନ ଥିଲେ। ଆଜି ସକାଳୁ ପୁଣି ଥରେ ଦମକଳ ବାହିନୀ ଖୋଜିଖୋଜି ଆରମ୍ଭ କରିଥିବା ବେଳେ ସ୍ଥାନୀୟ ବରସାହୀ ନିକଟରେ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ। ମୃତଦେହ ଉଦ୍ଧାର ପରେ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଏହି ଖବର ପ୍ରଚାରିତ ହେବା ପରେ ଗାଁରେ ଶୋକର ଛାୟା ଖେଳି ଯାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!