Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
September 22, 2021
in Crime, State
ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
56
VIEWS
Share on FacebookShare on Twitter

ଲମତାପୁଟ, (ବାଘୁଆବାର୍ତ୍ତା): ପାଡୁଆ ପୋଲିସକୁ ସଫଳତା। ଅତଣ୍ଡା ଅଞ୍ଚଳରୁ ଆନ୍ଧରପ୍ରଦେଶକୁ ଗଞ୍ଜେଇ ଚୋରା ଚାଲଣ ହେଉଥିବା ବେଳେ ମାଡ଼ିବସିଲା ପାଡ଼ୁଆ ପୋଲିସ । ଏକ ଅଟୋରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ ହୋଇଛି। ତେବେ ଏହି ସମୟରେ ୨ ଗଞ୍ଜେଇ ମାଫିଆ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛନ୍ତି। ବିଶେଷ ସୂତ୍ରରୁ ଖବର ପାଇ କୋରାପୁଟ ଏସପିଙ୍କ ନିର୍ଦ୍ଦେଶ କ୍ରମେ ନନ୍ଦପୁର ଏସ.ଡି.ପି.ଓ. ନେତୃତ୍ୱରେ ପାଡୁଆ ଥାନା ଅଧିକାରୀ ଡ଼ାକବଙ୍ଗଳା ନିକଟରେ ନାକାବନ୍ଦୀ କରିଥିଲେ । ଏହି ସମୟରେ ଅତଣ୍ଡା ଅଞ୍ଚଳରୁ ଆସୁଥିବା ଏକ ଅଟୋକୁ ପୋଲିସ ଅଟକାଇଥିଲା। ଫଳରେ ଅଟୋରେ ଥିବା ୨ ଜଣ ଗଞ୍ଜେଇ ମାଫିଆ ଅନ୍ଧାର ରାତିର ସୁଯୋଗ ନେଇ ଗାଡ଼ି ଛାଡି ଫେରାର ହୋଇଯାଇଥିଲେ। ଗାଡ଼ି ଯାଞ୍ଚ୍ କରିବାରୁ ଏହା ଭିତରୁ ୧ କ୍ଵିଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି। ତେବେ ଜବତ ହୋଇଥିବା ଅଟୋର ମାଲିକଙ୍କ ନାମରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!