Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାତ୍ୟା ଆଶ୍ରୟସ୍ଥଳୀ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି

by ସଞ୍ଜୟ ସ୍ୱାଇଁ
September 22, 2021
in Crime, State
ବାତ୍ୟା ଆଶ୍ରୟସ୍ଥଳୀ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି
91
VIEWS
Share on FacebookShare on Twitter

ବ୍ରହ୍ମଗିରି, (ବାଘୁଆବାର୍ତ୍ତା): ବାତ୍ୟା ଆଶ୍ରାୟସ୍ଥଳୀ ନିକଟରୁ ଯୁବକଙ୍କ ମୃତଦେହ ଠାବ । ପୁରୀ ଜିଲ୍ଲା ସାତପଡ଼ା ଅଞ୍ଚଳରୁ ଠାବ ହୋଇଛି ମୃତଦେହ । ମୃତ ଯୁବକ ବାଲୁଗାଁ ଅଞ୍ଚଳର ରତ୍ନାକର ସ୍ୱାଇଁ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ଖବର ଅନୁଯାୟୀ, ରତ୍ନାକର ସାତପଡ଼ା ଅଞ୍ଚଳରେ ରାଜମିସ୍ତ୍ରୀ ଭାବେ କାମ କରୁଥିଲେ । ହେଲେ ଆଜି ସାତପଡ଼ା ବାତ୍ୟା ଆଶ୍ରୟସ୍ଥଳୀ ନିକଟରୁ ଯୁବକଙ୍କ ମୃତଦେହ ଠାବ ହୋଇଛି । ବର୍ତ୍ତମାନ ପର୍ୟ୍ୟନ୍ତ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ସେପଟେ ସାତପଡ଼ା ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ତେବେ ଯୁବକଙ୍କ ମୃତ୍ୟୁ କିପରି ହେଲା , ତାକୁ ନେଇ ବଡ଼ ପ୍ରଶ୍ନ ଉଠିଛି । ଆଉ ଯଦି ଏହା ସ୍ୱଭାବିକ ମୃତ୍ୟୁ ହୋଇଛି , ତାହାଲେ କାରଣ କଣ । ସେନେଇ ଖୋଲତାଡ଼ ଜାରି ରଖିଛି ସାତପଡ଼ା ଫାଣ୍ଡି ପୋଲିସ । ଖୁବଶୀଘ୍ର ମୃତ୍ୟୁ ପଛର କାରଣ ଜଣାପଡିବ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!