Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖାଇବାକୁ ଦେବାରେ ବିଳମ୍ବ ହେବାରୁ ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ଵାମୀ

by ସଞ୍ଜୟ ସ୍ୱାଇଁ
September 22, 2021
in Crime, State
ଖାଇବାକୁ ଦେବାରେ ବିଳମ୍ବ ହେବାରୁ ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ଵାମୀ
175
VIEWS
Share on FacebookShare on Twitter

ଉଦଳା, (ବାଘୁଆବାର୍ତ୍ତା): ଘରୋଇ କଳହକୁ କେନ୍ଦ୍ରକରି ସ୍ତ୍ରୀକୁ ଅତି ନିର୍ଦ୍ଦୟ ଭାବେ ଠେଙ୍ଗାରେ ପିଟି ପିଟି ମାରିଦେଲା ସ୍ଵାମୀ । ଏଭଳି ଅଭାବନୀୟ ଘଟଣା ଘଟିଛି କପ୍ତିପଦା ଥାନା କରପଦା ଗ୍ରାମରେ । କରପଦା ଗ୍ରାମର କାହ୍ନୁ ହାଁସଦା ବୁଧବାର ରାତିରେ କାମ ସାରି ଘରକୁ ଫେରିଥିଲେ । ଘରକୁ ଫେରିବା ପରେ ସ୍ତ୍ରୀ ଫୁଲ ହାଁସଦାକୁ ଖାଇବାକୁ ମାଗିଥିଲେ । ହେଲେ ଫୁଲ ଖାଇବାକୁ ଦେଇ ନଥିଲେ । ଯାହାକୁ ନେଇ ଉତକ୍ଷିପ୍ତ ହୋଇ ସ୍ଵାମୀ କାହ୍ନୁ ଏକ ଠେଙ୍ଗାରେ ସ୍ତ୍ରୀକୁ ପିଟି ପିଟି ଗୁରୁତର କରିଥିଲା । ତେବେ ଭୋର ସମୟରେ ଯେତେବେଳେ ଫୁଲକୁ ତାଙ୍କ ସ୍ଵାମୀ ଡାକିଥିଲେ ସେ ଉଠି ନଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ସେ ଜାଣିବାକୁ ପାଇଥିଲେ । ଏହି ଖବର ଜଣାପଡିବା ପରେ କପ୍ତିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ବାରିପଦାରୁ ସାଇଣ୍ଟିଫିକ୍ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତକୁ ତ୍ବରାନ୍ବିତ କରିଛି । ଅନ୍ୟପଟେ କପ୍ତିପଦା ପୋଲିସ ଅଭିଯୁକ୍ତ ଜହ୍ଲାଦ ସ୍ଵାମୀ କାହ୍ନୁ ହାଁସଦାକୁ ଗିରଫ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!