Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଣେ ଜଳଖିଆ ଦୋକାନୀ ୨୦ କୁକୁରଙ୍କୁ ଗୁଲୁଗୁଲାରେ ବିଷ ଦେଇ ହତ୍ୟା କରିଥିବା କାଣ୍ଡ ଘଟିଛି

by ସଞ୍ଜୟ ସ୍ୱାଇଁ
September 22, 2021
in Crime, State
ଜଣେ ଜଳଖିଆ ଦୋକାନୀ ୨୦ କୁକୁରଙ୍କୁ ଗୁଲୁଗୁଲାରେ ବିଷ ଦେଇ ହତ୍ୟା କରିଥିବା କାଣ୍ଡ ଘଟିଛି
371
VIEWS
Share on FacebookShare on Twitter

ଚୌଦ୍ୱାର, (ବାଘୁଆବାର୍ତ୍ତା): ୨୦ କୁକୁରଙ୍କୁ ବିଷ ଦେଇ ହତ୍ୟା। ଏମିତି ଏକ ଜଘନ୍ୟ କାଣ୍ଡ ଘଟିଛି କଟକ ଜିଲ୍ଲା ଚୌଦ୍ୱାର ବ୍ଲକ୍ ଶଙ୍କରପୁର ପଞ୍ଚାୟତରେ। ଯେଉଁଠାରେ ଜଣେ ଜଳଖିଆ ଦୋକାନୀ ୨୦ କୁକୁରଙ୍କୁ ଗୁଲୁଗୁଲାରେ ବିଷ ଦେଇ ହତ୍ୟା କରିଥିବା ଜଣାପଡ଼ିଛି। କୁକୁରମାନଙ୍କର ଏହି ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟାବହ ପରିସ୍ଥିତି ଦେଖା ଦେଇଛି। ଗତ ତିନି ଦିନ ଭିତରେ ଏହି ଅଞ୍ଚଳରେ ୨୦ କୁକୁରଙ୍କର ପ୍ରାଣ ଗଲାଣି। ତେବେ ଆଜି ସ୍ଥାନୀୟ ଅଞ୍ଚଳର ବିଭିନ୍ନ ସ୍ଥାନରେ ୧୦ଟି କୁକୁର ମରି ପଡ଼ିଥିବା ଦେଖିବାକୁ ମିଳିଥିଲା। ଯାହା ଦେଖି ଲୋକେ ଥାନାରେ ଅଭିଯୋଗ କରିଥିଲେ। ତେବେ ଏହି ହତ୍ୟାକାଣ୍ଡ ପଛରେ ଜଣେ ଜଳଖିଆ ଦୋକାନୀର ହାତ ଥିବା ସନ୍ଦେହ କରାଯାଉଛି। କାରଣ ସେହି ବ୍ୟକ୍ତିର ଦୋକାନ ଆଗରେ କୁକୁରମାନେ ପ୍ରତିଦିନ ଉତ୍ପାତ କରୁଥିଲେ। ଆଉ ଦୋକାନୀ ଜଣକ ରାଗରେ ହୁଏତ ଏହି କୁକୁରଙ୍କୁ ମାରିଥିବା କୁହାଯାଉଛି। ଗ୍ରାମବାସୀ ଏ ନେଇ ଚୌଦ୍ଵାର ଥାନାରେ ଏକ ଅଭିଯୋଗ କରିଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!