Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀରେ ରାଜସ୍ଥାନୀ ରାକେଟ୍, ମନଇଚ୍ଛା ଘରକୁ ଯାଇ ଡୋନେସନ୍ ନାଁରେ ଟଙ୍କା ମାଗୁଥିଲେ

by ସଞ୍ଜୟ ସ୍ୱାଇଁ
September 23, 2021
in Crime, State
ରାଜଧାନୀରେ ରାଜସ୍ଥାନୀ ରାକେଟ୍, ମନଇଚ୍ଛା ଘରକୁ  ଯାଇ ଡୋନେସନ୍ ନାଁରେ ଟଙ୍କା ମାଗୁଥିଲେ
195
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ରାଜଧାନୀରେ ରାଜସ୍ଥାନୀ ରାକେଟ୍ । ମନ ଇଚ୍ଛା ଘରକୁ ପଶୁଥିଲେ । ଡୋନେସନ ନାଁରେ ଟଙ୍କା ଦେବାକୁ ବାଧ୍ୟ କରୁଥିଲେ । ଏମିତି କରୁଥିବା ୩ ନାବାଳିକାଙ୍କୁ ଅଟକ ରଖିଛି ଖଣ୍ଡଗିରି ଥାନା ପୋଲିସ । ପ୍ରାୟ ୫୦ ନାବାଳିକା ରାଜସ୍ଥାନରୁ ଓଡିଶା ଆସି ବିଭିନ୍ନ ଲୋକଙ୍କ ଘରକୁ ଓ ଦୋକାନକୁ ଯାଇ ଟଙ୍କା ମାଗୁଥିବା ଜଣାପଡ଼ିଛି । ଜଣେ ବ୍ୟକ୍ତିଙ୍କ ଘର ଓ ଦୋକାନକୁ ଯାଇ ଟଙ୍କା ମାଗିବା ମଧ୍ୟ ସିସିଟିଭିରେ କଏଦ ହୋଇଛି । ଏନେଇ ସମ୍ପୃକ୍ତ ବ୍ୟକ୍ତି ଖଣ୍ଡଗିରି ଥାନାରେ ଏତଲା ଦେଇଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!