Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀ ସହିତ ସମ୍ପର୍କ ଥିବାରୁ ଏକ କାତିରେ ଯୁବକକୁ ହତ୍ୟା କରି ବିଲରେ ପୋତିଦେଲେ ସ୍ଵାମୀ

by ସଞ୍ଜୟ ସ୍ୱାଇଁ
September 23, 2021
in Crime, State
ସ୍ତ୍ରୀ ସହିତ ସମ୍ପର୍କ ଥିବାରୁ ଏକ କାତିରେ ଯୁବକକୁ ହତ୍ୟା କରି ବିଲରେ ପୋତିଦେଲେ ସ୍ଵାମୀ
325
VIEWS
Share on FacebookShare on Twitter

ଜଳେଶ୍ୱର, (ବାଘୁଆବାର୍ତ୍ତା): ପରକୀୟା ପ୍ରୀତିରୁ ହତ୍ୟାକାଣ୍ଡ । ସ୍ତ୍ରୀ ସହିତ ସମ୍ପର୍କ ଥିବାରୁ ଏକ କାତିରେ ଯୁବକକୁ ହତ୍ୟା କରି ବିଲରେ ପୋତିଦେଲେ ସ୍ଵାମୀ । ବିଲ ମଝିରୁ ମୃତଦେହ ଉଦ୍ଧାର କରିଛି ପୋଲିସ । ଘଟଣାରେ ତଦନ୍ତ ମଧ୍ୟ ଜାରି ରଖିଛି ପୋଲିସ । ମହିଳା ସମେତ ୨ଜଣଙ୍କୁ ଅଟକ ରଖିଛି ପୋଲିସ । ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ଅଞ୍ଚଳରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଖବର ଅନୁଯାୟୀ, ବଡକଷବା ଗାଁର କାଙ୍ଗାଳି ପାତ୍ର ନାମକ ଜଣେ ଯୁବକ ସହିତ ସେହି ଗ୍ରାମର ରବୀନ୍ଦ୍ର ଜେନାଙ୍କର ସ୍ତ୍ରୀଙ୍କ ସହିତ ପରକିଆ ପ୍ରୀତି ରହିଆସୁଥିଲା । ବୁଧବାର ରାତିରୁ କାଙ୍ଗାଳି ପାତ୍ର ନିଖୋଜ ଥିଲେ । ଗାଁ ଦାଣ୍ଡରେ ରକ୍ତ ଜୁଡୁବୁଡୁ କାତି ପଡିଥିଲା । ହତ୍ୟା ସନ୍ଦେହ କରି ପରିବାର ଲୋକେ ଲିଖିତ ଭାବେ ଥାନାରେ ଅଭିଯୋଗ କରିଥିଲେ । ବାଲିଆପାଳ ପୋଲିସ ଅଭିଯୋଗ ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିଲା । ଏହି ସମୟରେ ଗାଁ ନିକଟସ୍ଥ ଏକ ଧାନ ବିଲ ମଝିରୁ ଯୁବକର ମୃତ ଶରୀର ଉଦ୍ଧାର କରିଥିଲେ । ପୋଲିସ ରବୀନ୍ଦ୍ର ଜେନା ଓ ସନ୍ଧ୍ୟା ରାଣୀ ଜେନାକୁ ଅଟକ ରଖି ତଦନ୍ତ ଜାରି ରଖିଛି । ଶରୀର ଗଳା ଛାତିରେ କଟା ଯାଇଥିବାର ଦେଖିବାକୁ ମିଳିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!