Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୫ଜଣ ମାଛ ଚୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପାଟଣା ଥାନା ପୋଲିସ

by ସଞ୍ଜୟ ସ୍ୱାଇଁ
September 23, 2021
in Crime, State
୫ଜଣ ମାଛ ଚୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପାଟଣା ଥାନା ପୋଲିସ
108
VIEWS
Share on FacebookShare on Twitter

ପାଟଣା, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ପାଟଣା ଥାନା ପୋଲିସ ୫ଜଣ ମାଛ ଚୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନା ଅନୁଯାୟୀ, ଖଣ୍ଡେଇପଡା ଗ୍ରାମରେ ଥିବା ଏକ ପଞ୍ଚାୟତ ପୋଖରୀକୁ ଗ୍ରାମର ହାଁସ ହାନ୍ସିଲ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ମହିଳା ମାନେ ସ୍ୱାବଲମ୍ବୀ ହେବାକୁ ଲିଜ ନେଇ ମାଛ ଚାଷ କରିଥିଲେ। କିନ୍ତୁ ଉକ୍ତ ବିଳମ୍ବିତ ରାତିରେ ୫ ଜଣ ଚୋର ଜାଲ ସାହାଯ୍ୟରେ ମାଛ ମାରୁଥିବା ବେଳେ ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କ ହାବୁଡ଼ରେ ପଡି ଯାଇଥିଲେ। ପରେ ସେମାନଙ୍କୁ ଧରି ପୋଲିସର ଜିମା ଦେଇଥିଲେ । ଏନେଇ ସ୍ୱୟଂ ସହାୟକ ଗୋଷ୍ଠୀର ସଭାପତି ଯସ୍ମିନ୍‌ ହେମ୍ବ୍ରମ ପାଟଣା ଥାନାରେ ଅଭିଯୋଗ କରିବା ପରେ ଅଭିଯୋଗକୁ ଭିତ୍ତି କରି ପାଟଣା ଥାନାରେ ୧୫୫/୨୧ ଏକ ମାମଲା ରୁଜୁ କରି ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ମାନେ ହେଲେ ଖଣ୍ଡେଇ ପଡା ଗ୍ରାମର ଶ୍ରୀରାମ ମାଝୀ (୨୪), ରଘୁନାଥ ସରେନ (୨୧), ଶ୍ୟାମ ସରେନ(୨୨), ଠାକୁରା ମାଝୀ (୨୩) ଓ ଧନେଶ୍ବର ଟୁଡୁ(୨୯) । ସମସ୍ତଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା ପାଟଣା ଥାନା ଅଧିକାରୀ ରାଜେନ୍ଦ୍ର ସ୍ୱାଇଁ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!