Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତିନି ଦିନ ହେବ ନିଖୋଜ ଥିବା ଯୁବତୀଙ୍କ ମୃତଦେହ କେନାଲରୁ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
September 24, 2021
in Crime, State
ତିନି ଦିନ ହେବ ନିଖୋଜ ଥିବା ଯୁବତୀଙ୍କ ମୃତଦେହ କେନାଲରୁ ଉଦ୍ଧାର
157
VIEWS
Share on FacebookShare on Twitter

ଚଣ୍ଡିଖୋଲ, (ବାଘୁଆବାର୍ତ୍ତା): କେନାଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର। ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅଧୀନ ଶାସନ ପୁରୁଷୋତ୍ତମପୁର ହାଇ ଲେବେଲ କେନାଲରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବତୀ ଜଣଙ୍କ ହେଉଛନ୍ତି ଧାନମଣ୍ଡଳ ଅଞ୍ଚଳର ରାମ ପଣ୍ଡାଙ୍କ ଝିଅ। ଯୁବତୀ ଜଣକ ତିନି ଦିନ ହେବ ନିଖୋଜ ଥିବାବେଳେ ଆଜି ତାଙ୍କର ମୃତଦେହ ଉଦ୍ଧାର ହୋଇଛି। ଏନେଇ ପରିବାର ଲୋକ ଧାନମଣ୍ଡଳ ଫାଣ୍ଡିରେ ଲିଖିତ ଅଭିଯୋଗ କରିଥିଲେ। ଆଜି ସକାଳୁ ବଡ଼ଚଣା ଥାନା ଅଧୀନ ଶାସନ ପୁରୁଷୋତ୍ତମପୁର ହାଇ ଲେବୁଲ କେନାଲରେ ଜଣେ ଯୁବତୀଙ୍କ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକମାନେ ଦେଖିବାକୁ ପାଇଥିଲେ। ଏନେଇ ଧାନମଣ୍ଡଳ ଫାଣ୍ଡି ପୋଲିସକୁ ଜଣାଇବା ପରେ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ପାଣିରୁ ଯୁବତୀଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଯୁବତୀ ଜଣଙ୍କ ହେଉଛନ୍ତି ଧାନମଣ୍ଡଳ ଅଞ୍ଚଳର ରାମ ପଣ୍ଡାଙ୍କ ଝିଅ। ସେ ୩ ଦିନ ହେବ ନିଖୋଜ ଥିଲେ। ଆଜି ସକାଳୁ ତାଙ୍କର ମୃତଦେହ ଉଦ୍ଧାର ହୋଇଛି। ତେବେ ଯୁବତୀଙ୍କ ଶବ ବ୍ୟବଛେଦ ପାଇଁ ବଡ଼ଚଣା ମେଡିକାଲକୁ ପଠାଯାଇଛି। ଏହି ଘଟଣାକୁ ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!