Thursday, April 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାରୁଆଁର ସମିତି ସଭ୍ୟ ଦୀପକ ମାହୁନ୍ତଙ୍କୁ ଗୁଳିକରି ହତ୍ୟା

by ସଞ୍ଜୟ ସ୍ୱାଇଁ
September 25, 2021
in Crime, State
ବାରୁଆଁର ସମିତି ସଭ୍ୟ ଦୀପକ ମାହୁନ୍ତଙ୍କୁ ଗୁଳିକରି ହତ୍ୟା
136
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଅନ୍ତର୍ଗତ ବାରୁଆଁର ସମିତି ସଭ୍ୟ ଦୀପକ ମାହୁନ୍ତଙ୍କୁ ଗୁଳିକରି ହତ୍ୟା କରାଯାଇଛି। ଗତକାଲି ରାତିରେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଥିବା କୁହାଯାଉଥିବା ବେଳେ ଆଜି ସକାଳେ ମିଳିଥିଲା ମୃତଦେହ। ବରୁଆଁ ନିକଟ ଜାମୁଝରା ଛକ ନିକଟରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିଲା ଦୀପକଙ୍କ ମୃତଦେହ। ସ୍ଥାନୀୟ ଲୋକେ ପ୍ରଥମେ ଏ ସଂପର୍କରେ ସୂଚନା ଦେଇଥିଲେ। ଦୀପକଙ୍କୁ ଢେଙ୍କାନାଳ ହସ୍ପିଟାଲ୍ରେ ମୃତ ଘୋଷଣା କରାଯାଇଥିଲା। ପୂର୍ବ ଶତୃତାକୁ କେନ୍ଦ୍ର କରି ଦୀପକଙ୍କୁ ହତ୍ୟା କରାଯାଇଥିବା ଆଶଙ୍କା କରାଯାଉଛି। ତାଙ୍କ ସ୍ତ୍ରୀ ମମତା ମାହୁନ୍ତ ବାରୁଆଁ ପଞ୍ଚାୟତର ସରପଞ୍ଚ ଅଛନ୍ତି। ରାଜନୈତିକ ଅବା ଖଣି ଖାଦାନ ସମ୍ବନ୍ଧୀୟ ବ୍ୟବସାୟିକ ଶତୃତାରୁ ଦୀପକଙ୍କୁ ହତ୍ୟା କରାଯାଇଥିବା ତାଙ୍କ ପୁଅ ଅଭିଯୋଗ କରିଛନ୍ତି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!