Thursday, April 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚେକିଂ ବେଳେ ଟ୍ରକରୁ ୧୦୦୮ କେଜି ଗଞ୍ଜେଇ ସହ ଟ୍ରକ ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
September 25, 2021
in Crime, State
ଚେକିଂ ବେଳେ ଟ୍ରକରୁ ୧୦୦୮ କେଜି ଗଞ୍ଜେଇ ସହ ଟ୍ରକ ଜବତ, ଜଣେ ଗିରଫ
104
VIEWS
Share on FacebookShare on Twitter

ମୁନିଗୁଡା, (ବାଘୁଆବାର୍ତ୍ତା): ଟ୍ରକରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ରାୟଗଡା ଜିଲ୍ଲା ପଦ୍ମପୁର ପୋଲିସ ଚଢାଉ କରି ୧୦୦୮ କେଜି ଗଞ୍ଜେଇ ସହ ଟ୍ରକକୁ ଜବତ କରିଛି।ଏଥିସହ ଜଣକୁ ଗିରଫ କରିଛି। ଜବତ ଗଞ୍ଜେଇ ର ଆନୁମାନିକ ମୁଲ୍ୟ ପ୍ରାୟ ୧କୋଟି ଟଙ୍କା ହେବ । ଆଜି କେନ୍ଦୁଗୁଡା ନିକଟରେ ଗାଡିମଟର ଯାଞ୍ଚ ସମୟରେ ସନ୍ଦେହ କରି ଗୋଟିଏ ଟ୍ରକକୁ ଅଟକାଇ ଯାଞ୍ଚ କରିଥିଲା ପୋଲିସ। ଟ୍ରକ ଭିତରେ ଗଞ୍ଜେଇ ଥିବା ପୋଲିସ ଜାଣିବାକୁ ପାଇଥିଲା। ପୋଲିସ ଗଞ୍ଜେଇକୁ ଜବତ କରିଥିଲା। ଏହି ଗଞ୍ଜେଇ ନୁଆଗଡ ଅଞ୍ଚଳରୁ ରାୟପୁରକୁ ଚାଲାଣ ହେଉଥିବା ଜଣାପଡିଛି । ପୋଲିସ ଚାଲାଣକାରୀଙ୍କୁ ଗିରଫ କରି ଘଟଣାର ତଦନ୍ତ କରୁଛି।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!