Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଲିଅନ୍ତା ଥାନା ଅଞ୍ଚଳରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ, ୩ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
September 27, 2021
in Crime, State
ବାଲିଅନ୍ତା ଥାନା ଅଞ୍ଚଳରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ, ୩ ଅଭିଯୁକ୍ତ ଗିରଫ
56
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରୁ ବିପୁଳ ପରିମାଣର ବିଦେଶୀ ମଦ ଜବତ ହୋଇଛି । ଏକ ଘର ଉପରେ ଚଢ଼ାଉ କରି ଏହି ମଦ ଜବତ କରିଛି ବାଲିଅନ୍ତା ଥାନା ପୋଲିସ । ଚୋରା ମଦ ବିକ୍ରି ଅଭିଯୋଗରେ ତିନି ଜଣଙ୍କୁ ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ୟୁପିର ମୂଲାୟମ ଯାଦବ, ରାମ କୁମାର ଯାଦବ ଓ ବାଲିଅନ୍ତାର ସଞ୍ଜୟ ଭୋଇ । ସମସ୍ତ ଅଭିଯୁକ୍ତକୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି । ଏ ନେଇ ଅଧିକ ଖୋଳତାଡ ଜାରି ରଖିଛି ପୋଲିସ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!