Monday, June 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖେଳପଡ଼ିଆରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
September 29, 2021
in Crime, State
ଖେଳପଡ଼ିଆରୁ  ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର
289
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ବରଗଡ଼ ଟାଉନ ଥାନା ଅନ୍ତର୍ଗତ ଅମ୍ବାପାଲି ଖେଳପଡ଼ିଆରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଯୁବକଙ୍କୁ ଗଳା କାଟି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତ ଯୁବକ ଜଣଙ୍କ ହେଲେ ମହମ୍ମଦ କାସିମ। ମୃତଦେହ ନିକଟରେ ତାଙ୍କ ବାଇକ୍‌ ପଡ଼ିଥିଲା। ମିଳିଥିବା ସୂଚନା ଅନୁସାରେ, ମହମ୍ମଦ ବରଗଡ଼ ଡେମକଲୋନୀ ନିକଟସ୍ଥ ଲେଦ ଗେରେଜରେ କାମ କରନ୍ତି। ସବୁଦିନ ପରି କାଲି ମଧ୍ୟ ସେ କାମ କରିବାକୁ ଯାଇଥିଲେ। ହେଲେ ରାତିରେ ଘରକୁ ଫେରି ନଥିଲେ। ଏନେଇ ପରିବାର ଲୋକେ ତାଙ୍କୁ ବହୁତ ଖୋଜାଖୋଜି କରିଥିଲେ। ହେଲେ ତାଙ୍କୁ ପାଇନଥିଲେ। ଆଜି ସକାଳେ ମହମ୍ମଦଙ୍କ ମୃତଦେହ ଅମ୍ବାପାଲି ଖେଳପଡ଼ିଆରେ ପଡ଼ିଥିବା ଗ୍ରାମବାସୀ ଦେଖିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!