Tuesday, June 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଳ ସମ୍ପଦ ବିଭାଗ ଓଏଏସ ସୋନାଲି ସୁଭଦର୍ଶିନୀଙ୍କ ଘରୁ ଚୋରି ଘଟଣାରେ ୩ ଜଣ ଲୁଟେରାଙ୍କୁ ଗିରଫ କଲା ଖଣ୍ଡଗିରି ଥାନା ପୋଲିସ

by ସଞ୍ଜୟ ସ୍ୱାଇଁ
September 29, 2021
in Crime, State
ଜଳ ସମ୍ପଦ ବିଭାଗ ଓଏଏସ ସୋନାଲି ସୁଭଦର୍ଶିନୀଙ୍କ ଘରୁ ଚୋରି ଘଟଣାରେ ୩ ଜଣ ଲୁଟେରାଙ୍କୁ ଗିରଫ କଲା ଖଣ୍ଡଗିରି ଥାନା ପୋଲିସ
109
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ବର ଜଳ ସମ୍ପଦ ବିଭାଗ ଓଏଏସ ସୋନାଲି ସୁଭଦର୍ଶିନୀଙ୍କ ଘରୁ ଚୋରି ଘଟଣା। ୩ ଜଣ ଲୁଟେରା କୁ ଗିରଫ କଲା ଖଣ୍ଡଗିରି ଥାନା ପୋଲିସ । ଅନ୍ୟ ଦୁଇ ଜଣ ସହଯୋଗୀ ଫେରାର ଅଛନ୍ତି । ସମସ୍ତଙ୍କୁ ପଚରାଉଚରା ଜାରି ରଖିଛି ପୋଲିସ । ପୂର୍ବରୁ ଏମାନଙ୍କ ନାଁରେ ବିଭିନ୍ନ ଥାନାରେ ଅନେକ ମାମଲା ରହିଛି । ଅଗଷ୍ଟ ୩୧ରେ ଘରେ କେହି ନଥିବା ବେଳେ ଦିନ ଦ୍ୱୀପହରେ ଘରୁ ଚୋରି କରିଥିଲେ । ଦୁଇ ଦୁଇ ଥର ଓଏଏସ୍‌ଙ୍କ ଘରୁ ଲୂଟ କରିଥିଲେ ଏହି ଲୁଟେରା । ସିସିଟିଭି ଭାଙ୍ଗି ହାର୍ଡଡିସ୍କ ମଧ୍ୟ ନେଇ ଯାଇଥିଲେ । ଗତକାଲି ରାତିରେ ଖଣ୍ଡଗିରି ଅଞ୍ଚଳରୁ ସମସ୍ତଙ୍କୁ ଗିରଫ କଲା ପୋଲିସ । ସେମାନଙ୍କ ପାଖରୁ ଚୋରି ହୋଇଥିବା ଟିଭି, ସୁନା, ଟଙ୍କା, ମୋବାଇଲ ଜବତ କରିଛି ପୋଲିସ । ଏହାସହିତ ଚୋରି ହୋଇଥିବା ହାଡ୍‌ଡିକ୍ସ ଏଯାଏଁ ଲୁଟେରାଙ୍କ ନିକଟରୁ ଜବତ ହୋଇପାରିନାହିଁ । ଲୁଟେରା ତିନି ଜଣ ହେଉଛନ୍ତି ଖଣ୍ଡଗିରି ଗଣ୍ଡମୁଣ୍ଡା ଅଞ୍ଚଳର । ଏମାନଙ୍କ ନାମରେ ବିଭିନ୍ନ ଥାନାରେ ଅନେକ ମାମଲା ରହିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!