Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଜର ୩ ବର୍ଷ ଶିଶୁକୁ ତଣ୍ଟିଚିପି ମାରିଦେଲା ମା’, ନିଜେ ବିଷ ପିଇ ଆତ୍ମହତ୍ୟାର ଉଦ୍ୟମ

by ସଞ୍ଜୟ ସ୍ୱାଇଁ
July 14, 2021
in Crime, State
ନିଜର ୩ ବର୍ଷ ଶିଶୁକୁ ତଣ୍ଟିଚିପି ମାରିଦେଲା ମା’,  ନିଜେ ବିଷ ପିଇ ଆତ୍ମହତ୍ୟାର ଉଦ୍ୟମ
68
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): ମାତୃତ୍ବରେ ଲାଗିଲା କଳଙ୍କ। ଗର୍ଭ ଯନ୍ତ୍ରଣା ସହି ନିଜେ ଜନ୍ମ ଦେଇଥିବା ଶିଶୁକୁ ତଣ୍ଟି ଚିପି ମାରିଦେଲା ମା’। ଭୁଲିଗଲା ସବୁ ରକ୍ତର ସମ୍ପର୍କ। ପାରିବାରିକ କଳହକୁ କେନ୍ଦ୍ରକରି ଏପରି କରିଥିବା ଅଭିଯୋଗ ହୋଇଛି। ଶାଶୂ ଉପରେ ରାଗ ଶୁଝାଇବାକୁ ଯାଇ ନିଜର ୩ ବର୍ଷର ଶିଶୁପୁତ୍ରର ତଣ୍ଟି ଚିପି ହତ୍ୟା କରି ନିଜେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲାରେ। କେନ୍ଦୁଝର ନନ୍ଦିପଦା ଥାନା ଜଗନ୍ନାଥପୁର ଗାଁର ବିଶ୍ୱଜିତ ପ୍ରଧାନ ଘରେ ନଥିବା ବେଳେ ତାଙ୍କ ପତ୍ନୀ ମୋନାଲିଶା ଓ ମାଆଙ୍କ ମଧ୍ୟରେ କୌଣସି କଥାକୁ ନେଇ ପାଟିତୁଣ୍ଡ ହୋଇଥିଲା। ପାଟିତୁଣ୍ଡ ଏତେ ବଢ଼ିଯାଇଥିଲା ଯେ, ମୋନାଲିଶା ଉତ୍‌କ୍ଷିପ୍ତ ହୋଇ ନିଜର ୩ ବର୍ଷର ଶିଶୁ ପୁତ୍ରର ତଣ୍ଟି ଚିପି ମାରିଦେଇ ନିଜେ ବିଷ ପିଇଦେଇଲେ। ଖବର ପାଇ ବିଶ୍ୱଜିତ ଘରେ ପହଞ୍ଚିଥିଲେ। ମୋନାଲିଶାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି। ପୁଲିସ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!