Tuesday, June 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ୍ ଡିକି ଭାଙ୍ଗି ନେଇଗଲେ ଲକ୍ଷେ ୮୦ହଜାର ଟଙ୍କା

by ସଞ୍ଜୟ ସ୍ୱାଇଁ
September 29, 2021
in Crime, State
ବାଇକ୍ ଡିକି ଭାଙ୍ଗି ନେଇଗଲେ ଲକ୍ଷେ ୮୦ହଜାର ଟଙ୍କା
180
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): ବାଇକ୍ ଡିକି ଭାଙ୍ଗି ଲୁଟ୍ । ଲକ୍ଷେ ୮୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । କଳାହାଣ୍ଡି ଉତତ୍କେଲା ଗାଁର ଜଣେ ବ୍ୟବସାୟୀ ନିରଞ୍ଜନ ଜୈନ ଘର ସାମ୍ନାରୁ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଏ ନେଇ ନିରଞ୍ଜନ ଉତତ୍କେଲା ଫାଣ୍ଡିରେ ଅଭିଯୋଗ କରିବା ପରେ ତଦନ୍ତ ଆରମ୍ଭ କରିଛି ପୋଲିସ । ସିସିଟିଭି ଫୁଟେଜରେ ଲୁଟ୍ ବେଳ ଦୃଶ୍ୟ ମଧ୍ୟ କଏଦ ହୋଇଛି । ଏହି ସିସିଟିଭି ଫୁଟେଜ ଆଧାରରେ ତଦନ୍ତ ଆରମ୍ଭ କରିଛି ପୋଲିସ । ଦୁଇ ଗୋଟି ବାଇକରେ ୪ ଜଣ ଆସି ବାଇକ୍ ଡିକି ଭାଙ୍ଗି ଟଙ୍କା ନେଇ ଯାଇଥିବା ଜଣାପଡିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!