Tuesday, June 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲୋକଙ୍କ ଜରିଆରେ ଜବତ ହେଲା ଗୋରୁ ବୋଝେଇ ଗାଡି

by ସଞ୍ଜୟ ସ୍ୱାଇଁ
September 30, 2021
in Crime, State
ଲୋକଙ୍କ ଜରିଆରେ ଜବତ ହେଲା ଗୋରୁ ବୋଝେଇ ଗାଡି
52
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଜବତ ହେଲା ଗୋରୁ ବୋଝେଇ ଗାଡି । ବୁଧବାର ବିଳମ୍ବିତ ରାତିରେ କୋଲକାତା ଅଭିମୁଖେ ଯାଉଥିବା ଗୋରୁଗାଡିକୁ ଜବତ କରାଯାଇଛି। ଏହା ପାଣିକୋଇଲିରୁ ଯାଉଥିବା ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।ପରେ ବେଆଇନ ଚାଲାଣ ଫସର ଫାଟିଥିଲା । ସୂଚନାନୁସାରେ, ୧୬ ନମ୍ବର ଜାତୀୟ ରାଜପଥର ଚରମ୍ପା ନିକଟସ୍ଥ ଖଣ୍ଡିଆବଜାର ନିକଟରେ ଏମିତି ଘଟଣା ଘଟିଛି । ଏକ ଜାଇଲୋରେ ବେଆଇନ ଭାବେ ଗୋରୁ ଚାଲାଣ ହେଉଥିଲା । ଗାଡିଟି ଦୁର୍ଘଟଣାଗ୍ରସ୍ତ ହେବାରୁ ଏକ ବୋଲେରୋ ଦ୍ୱାରା ଏହାକୁ କଲିକତା ଅଭିମୁଖେ କିଛି ବେପାରୀ ଟାଣି ନେଉଥିଲେ । ତେବେ ଖଣ୍ଡିଆବଜାର ଅଞ୍ଚଳର ଲୋକେ ଉଭୟକୁ ଅଟକାଇଥିଲେ । ଏନେଇ ଗ୍ରାମାଞ୍ଚଳ ପୋଲିସକୁ ଖବର ଦିଆଯାଇଥିଲା । ପୋଲିସ ପହଞ୍ଚି ଗାଡି ଦୁଇଟିକୁ ଜବତ କରିବା ସହ ୬ ଗୋରୁଙ୍କୁ ଉଦ୍ଧାର କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!