Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଣେ ଯୁବତୀଙ୍କୁ ମଦ ପିଆଇ ନିଶାଶକ୍ତ କରି ଜଙ୍ଗଲରେ ଦୁଷ୍କର୍ମ, ୨ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
October 1, 2021
in Crime, State
ଜଣେ ଯୁବତୀଙ୍କୁ ମଦ ପିଆଇ ନିଶାଶକ୍ତ କରି ଜଙ୍ଗଲରେ ଦୁଷ୍କର୍ମ, ୨ ଅଭିଯୁକ୍ତ ଗିରଫ
45
VIEWS
Share on FacebookShare on Twitter

ବଲାଙ୍ଗୀର, (ବାଘୁଆବାର୍ତ୍ତା): ଯୁବତୀଙ୍କୁ ଦୁଷ୍କର୍ମ । ବଲାଙ୍ଗିର ଜିଲ୍ଲାରେ ଜଣେ ଯୁବତୀଙ୍କୁ ମଦ ପିଆଇ ନିଶାଶକ୍ତ କରି ଜଙ୍ଗଲରେ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଜିଲ୍ଲାରକଣ୍ଟାବାଞ୍ଜି ଅଞ୍ଚଳରେ ଏଭଳି ଅମାନବୀୟ ଘଟଣା ଘଟିଛି। ଅଭିଯୋଗ ପରେ ପୋଲିସ ମୁରିବାହାଲ ଥାନା ଡ଼ଙ୍ଗରପଡାର ଧୁବେଳେ ମାଝୀ ଓ ପୃଥିରାଜ ମାଝୀଙ୍କୁ ଗିରଫ କରିଛି । ସୂଚନା ଅନୁସାରେ, ଯୁବକଦ୍ୱୟ ଜଣେ ଯୁବତୀଙ୍କୁ ମଦ ପିଆଇଥିଲେ । ପରେ ତାଙ୍କୁ ନିଶାସକ୍ତ ଅବସ୍ଥାରେ କଣ୍ଟାବାଞ୍ଜିରୁ ବଙ୍ଗୋମୁଣ୍ଡାରେ ଥିବା ପୁଞ୍ଜିପଥର ଜଙ୍ଗଲକୁ ଅପହରଣ କରିନେଇଥିଲେ । ସେଠାରେ ସେମାନେ ଯୁବତୀଙ୍କୁ ଦୁଷ୍କର୍ମ କରିଥିଲେ । ଅଭିଯୋଗ ପାଇ ସ୍ଥାନୀୟ ପୋଲିସ ଅଧିକାରୀ ସତ୍ୟଜିତ କାନ୍ଦେନକେଲ ତଦନ୍ତ କରି ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ଯୁବତୀଙ୍କର ଡାକ୍ତରୀ ମାଇନା କରାଇଛନ୍ତି। ଗିରଫ ଯୁବକଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯିବ ବୋଲି ଜଣା ଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!