Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଙ୍କିଆ ଖେଳପଡିଆ ନିକଟ ରାଜପଥରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
October 1, 2021
in Crime, State
ଜଙ୍କିଆ ଖେଳପଡିଆ ନିକଟ ରାଜପଥରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର
29
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ୧୬ ନମ୍ବର ଜାତୀୟ ରାଜପଥ ଜଙ୍କିଆ ଖେଳପଡିଆ ନିକଟ ରାଜପଥରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ହତ୍ୟା ସନ୍ଦେହ । ମୃତକ ଜଣଙ୍କ ରଣପୁର ଥାନା ଭେରୁପଡା ଗ୍ରାମର ରଂଜନ ବୋଲି ଜଣାପଡିଛି। ରଣପୁରର ରାଜେଶ କୁମାର ପରିଡା ଓ ରଂଜନ ଏକ ପଲସର ବାଇକ୍ ଯୋଗେ ଜଂକିଆ ପଟୁ ଗୋଳବାଇ ଆଡକୁ ଯାଉଥିବା ବେଳେ ରଂଜନର ମୃତଦେହକୁ ଜାତୀୟ ରାଜପଥ ଉପରେ ପକାଇ ଦେଇ ରାଜେଶ ଦୁର୍ଘଟଣା ହୋଇଥିବା ଅଭିନୟ କରି ରାସ୍ତା କଡରେ ବସିରହିଥିଲେ । ଲୋକେ ଦେଖି ପୋଲିସକୁ ଖବର ଦେବାପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦେଖିବାରୁ ମୃତକ ଜଣଙ୍କର ପଛପଟ ମୁଣ୍ଡକୁ ଏକ ଧାରୁଆ ଅସ୍ତ୍ରରେ ହଣାଯାଇଛି । ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ମେଡିକାଲକୁ ପଠାଇ ମୋଟର ସାଇକେଲ ଜବତ କରି ରାଜେଶକୁ ଥାନାରେ ଅଟକ ରଖି ଜଙ୍କିଆ ପୋଲିସ ତଦନ୍ତ ଜାରି ରଖିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!