Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଅର ଝଗଡ଼ା ସମାଧାନ କରିବାକୁ ଯାଇ ପ୍ରାଣ ହରାଇଲେ ବାପା

by ସଞ୍ଜୟ ସ୍ୱାଇଁ
October 3, 2021
in Crime, State
ପୁଅର ଝଗଡ଼ା ସମାଧାନ କରିବାକୁ ଯାଇ ପ୍ରାଣ ହରାଇଲେ ବାପା
103
VIEWS
Share on FacebookShare on Twitter

ଭଞ୍ଜନଗର, (ବାଘୁଆବାର୍ତ୍ତା): ପୁଅର ଝଗଡ଼ାର ସମାଧାନ କରିବାକୁ ଯାଇ ପ୍ରାଣ ହରାଇଲେ ଜଣେ ବ୍ୟକ୍ତି। ଘଟଣାଟି ଘଟିଛି ଗଞ୍ଜାମ ଜିଲ୍ଲା ଭଞ୍ଜନଗରର ବଡ଼କୋଦଣ୍ଡା ଗାଁରେ। ମୃତ ବ୍ୟକ୍ତିଙ୍କ ନାଁ ହାଡ଼ୁ ନାୟକ। ଗତକାଲି ହାଡ଼ୁ ନାୟକଙ୍କ ପୁଅ ଶିବ ଗାଁର କିଛି ଲୋକଙ୍କ ସହିତ କୌଣସି କାରଣକୁ ନେଇ ଝଗଡ଼ା କରୁଥିଲେ। ଏହି ସମୟରେ ହାଡ଼ୁ ସେଠାରେ ପହଞ୍ଚିଥିଲେ। ସେ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିଥିଲେ। ତେବେ ସେତେବେଳେ ଉତ୍‌କ୍ଷିପ୍ତ ଶିବ ତାଙ୍କ ବାପାଙ୍କୁ ଧକ୍କା ମାରି ଦେଇଥିଲେ। ଫଳରେ ହାଡ଼ୁ ତଳେ ପଡ଼ି ଯାଇଥିଲେ ଓ ଗୁରୁତର ହୋଇପଡ଼ିଥିଲେ। ହାଡ଼ୁଙ୍କୁ ଭଞ୍ଜନଗର ଡାକ୍ତରଖାନା ଅଣାଯାଇଥିଲା। ତେବେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ। ପୁଲିସ୍ ଅଭିଯୁକ୍ତ ଶିବଙ୍କୁ ଅଟକ ରଖି ଘଟଣାର ତଦନ୍ତ କରୁଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!