Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜମିବାଡିକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇ ଉଭୟ ପରିବାରର ୪ ସଦସ୍ୟ ଆହତ

by ସଞ୍ଜୟ ସ୍ୱାଇଁ
October 4, 2021
in Crime, State
ଜମିବାଡିକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇ ଉଭୟ ପରିବାରର ୪ ସଦସ୍ୟ ଆହତ
77
VIEWS
Share on FacebookShare on Twitter

ବାଙ୍କୀ, (ବାଘୁଆବାର୍ତ୍ତା): କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ଗୋପାଳପୁର ଶଗଡିଆ ସାହିରେ ଜମିବାଡିକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ । ଉଭୟ ପରିବାରର ୪ ଜଣ ଆହତ ହୋଇଥିବା ବେଳେ ଚିକିତ୍ସା ପାଇଁ ବାଙ୍କୀ ମେଡିକାଲରେ ଭର୍ତ୍ତି କରାଯାଇଛି । ଏ ନେଇ ବାଙ୍କୀ ଥାନାରେ ଏତଲା ଦାୟର ହୋଇଛି । ଘଟଣାରୁ ପ୍ରକାଶ ଯେ ଗୋପାଳପୁର ଶଗଡିଆ ସାହିର ବିଶ୍ବନାଥ ମହାରଣା ଓ ପ୍ରଭାତ ମହାରଣାଙ୍କ ମଧ୍ୟରେ ନିଜ ଘରକୁ ଯିବା ଆସିବା ବାଟକୁ ନେଇ ପାଟିତୁଣ୍ଡ ପରେ ହଣାକଟା ହୋଇଥିଲା । ଉଭୟ ପରିବାରର ୪ ସଦସ୍ୟ ଆହତ ହୋଇଛନ୍ତି । ମେଡିକାଲରେ ଚିକିତ୍ସା ହୋଇ ସୁସ୍ଥ ଥିବାବେଳେ ଥାନାରେ ନ୍ୟାୟ ପାଇଁ ଦ୍ବାରସ୍ଥ ହୋଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!