Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩ କିଲୋ ସୁନା ଅଳଙ୍କାର ସ୍ଥାନାନ୍ତର ବେଳେ ଚଢ଼ାଉ କଲା ଜିଏସ୍‌ଟି ବିଭାଗ

by ସଞ୍ଜୟ ସ୍ୱାଇଁ
October 4, 2021
in Crime, State
୩ କିଲୋ ସୁନା ଅଳଙ୍କାର ସ୍ଥାନାନ୍ତର ବେଳେ ଚଢ଼ାଉ କଲା ଜିଏସ୍‌ଟି ବିଭାଗ
67
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ବାଣିଜ୍ୟକର ଏବଂ ଦ୍ରବ୍ୟ ଓ ସେବାକର ଏନଫୋର୍ସମେଣ୍ଟ ୟୁନିଟ୍ ବ୍ରହ୍ମପୁର ପକ୍ଷରୁ ସୁନା ଅଳଙ୍କାର ଦୋକାନ ଉପରେ ଚଢାଉ ହୋଇଛି। ବ୍ୟବସାୟୀମାନେ କିପରି ବ୍ୟବସାୟ କରୁଛନ୍ତି ଏବଂ ଟ୍ୟାକ୍ସ୍ ଫାଙ୍କିଛନ୍ତି କି ନାହିଁ ସେ ନେଇ ବିଭାଗ ପକ୍ଷରୁ ସୁନା ଅଳଙ୍କାର ଦୋକାନ ଉପରେ ଚଢାଉ କରାଯାଇଥିଲା । ସାନବଜାର ଶିବାନୀ ଅଳଙ୍କାର ଦୋକାନ ଉପରେ ଅଧିକାରୀମାନେ ଚଢାଉ କରିଛନ୍ତି । ବର୍ତ୍ତମାନ ସୁଦ୍ଧା ଚଢାଉ ଜାରି ରହିଛି । ଚଢାଉ ପରେ ସବିଶେଷ ତଥ୍ୟ ଜଣାପଡିବ ବୋଲି କହିଛନ୍ତି ବିଭାଗୀୟ ଅଧିକାରୀ । ଏହା ପୂର୍ବରୁ ବ୍ରହ୍ମପୁର ବଡବଜାର ଅଞ୍ଚଳକୁ ପ୍ରାୟ ୩ କିଲୋ ସୁନା ଅଳଙ୍କାର ସ୍ଥାନାନ୍ତରିତ କରୁଥିବା ସମୟରେ ବାଣିଜ୍ୟ କର, ଦ୍ରବ୍ୟ ଓ ସେବାକର ବିଭାଗ ପକ୍ଷରୁ ଚଢାଉ କରି ବିନା ଟ୍ୟାକ୍‌ସରେ ସୁନା ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କ ଉପରେ ପାଖାପାଖି ୨୬ ଲକ୍ଷ ଟଙ୍କା ଜରିମାନା ସଂଗ୍ରହ କରିଥିବା ନଜିର ରହିଛି । ବିଭାଗୀୟ ଉପାୟୁକ୍ତ ଦେବ କଲ୍ୟାଣ ବେହେରାଙ୍କ ନେତୃତ୍ବରେ ଏହି ଚଢ଼ାଉ ହୋଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!