Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଢାବା ନିକଟରେ ଚାଲିଥିବା ଜୁଆ ଆଡ୍ଡାରୁ ୧୭ ଜଣଙ୍କୁ ଗିରଫ, ୧ ଲକ୍ଷ ୪୮ ହଜାର ୫୮୫ ଟଙ୍କା ଜବତ

by ସଞ୍ଜୟ ସ୍ୱାଇଁ
October 5, 2021
in Crime, State
ଢାବା ନିକଟରେ ଚାଲିଥିବା ଜୁଆ ଆଡ୍ଡାରୁ ୧୭ ଜଣଙ୍କୁ ଗିରଫ, ୧ ଲକ୍ଷ ୪୮ ହଜାର ୫୮୫ ଟଙ୍କା ଜବତ
366
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଗୋସାଇଁନୂଆଗାଁ ଥାନା ପୁଲିସ ଜାତୀୟ ରାଜପଥ ପାଶ୍ୱର୍ ଏକ ଢାବା ନିକଟରେ ଚାଲିଥିବା ଜୁଆ ଆଡ୍ଡାରୁ ୧୭ ଜଣଙ୍କୁ ଗିରଫ କରିଛି । ସେଠାରୁ ନଗଦ ୧ ଲକ୍ଷ ୪୮ ହଜାର ୫୮୫ ଟଙ୍କା ଜବତ ହୋଇଛି । ଢାବା ନିକଟରେ ଏକ ବଡ଼ ଧରଣର ଜୁଆ ଆଡ୍ଡା ଚାଲୁଥିବା ଗୋସାଇଁନୂଆଗାଁ ପୁଲିସର ପାଟ୍ରୋଲିଂ ଟିମକୁ ଖବର ମିଳିଥିଲା । ପୁଲିସ ଟିମ ସେଠାରେ ଚଢ଼ଉ କରି ଘଟଣାସ୍ଥଳରୁ ଜୁଆ ଖେଳୁଥିବା ୧୭ ଜଣଙ୍କୁ ଗିରଫ କରିଥିଲା । ସେମାନଙ୍କ ନିକଟରୁ ୧.୪୮ଲକ୍ଷ ଟଙ୍କା ସହ ୪ ପ୍ୟାକେଟ ତାସ୍‌ ଜବତ କରିଛି । ଏ ନେଇ ବ୍ରହ୍ମପୁର ଏସ୍‌ପି ଟୁଇଟ ଯୋଗେ ସୂଚନା ଦେବା ସହ ପରମ୍ପରା ନାଁରେ ଜୁଆ ଖେଳି ନିଜର ଟଙ୍କା ଓ ସମ୍ପତ୍ତି ନଷ୍ଟ ନକରିବାକୁ ପରାମର୍ଶ ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!