Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୪କେଜି ବାରହା ମାଂସ ସହ ୨ ଶିକାରୀ ଗିରଫ

by ସଞ୍ଜୟ ସ୍ୱାଇଁ
October 5, 2021
in Crime, State
୧୪କେଜି ବାରହା ମାଂସ ସହ ୨ ଶିକାରୀ ଗିରଫ
137
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଢେଙ୍କାନାଳ ଜିଲ୍ଲା ଷଢଙ୍ଗୀ ବନାଞ୍ଚଳରେ ଶିକାରୀ ଆଡ୍ଡା ଉପରେ ଅଚାନକ ଚଢ଼ାଉ କଲା ବନ ବିଭାଗ । ଆଉ ଏହି ଚଢ଼ାଉ ବେଳେ ଶିକାର କରି ମାଂସ ବିକ୍ରି କରୁଥିବା ବେଳେ ୧୪ କେଜି ୫ ଶହ ଗ୍ରାମ ମାଂସ ଜବତ ହୋଇଛି । ଏହାକୁ ଜବତ କରିବାରେ ସକ୍ଷମ ହୋଇଛନ୍ତି ବନ କର୍ମଚାରୀ । ଗଁନ୍ଦିଆ ବ୍ଲକର ଗୋରଡ଼ା ପାଳ ସଂରକ୍ଷିତ ଜଙ୍ଗଲରେ ଶିକାର କରୁଥିଲେ ଶିକାରୀ । ଘଟଣାରେ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ବନ ବିଭାଗ । ଗିରଫ ଅଭିଯୁକ୍ତ ହେଲେ ଗୋରଡ଼ା ପାଳ ଗ୍ରାମର ଲଷ୍ମୀଧର ମଲ୍ଲିକ ଓ ଭୁବନ ଜିରାଳ ଗ୍ରାମର ଅଭିରାମ ବେହେରା । ଉଭୟଙ୍କୁ ବନ ବିଭାଗ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!