Monday, July 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୬ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ କଲା କଟକ ଦରଘାବଜାର ଥାନା ପୋଲିସ, ୩ ଗିରଫ

by ସଞ୍ଜୟ ସ୍ୱାଇଁ
October 6, 2021
in Crime, State
୨୬ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ କଲା କଟକ ଦରଘାବଜାର ଥାନା ପୋଲିସ, ୩ ଗିରଫ
37
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): କଟକରୁ ପୁଣି ଧଳା ଜହର ଜବତ। ୨୬ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ କଲା କଟକ ଦରଘାବଜାର ଥାନା ପୋଲିସ। ଏହା ସହ ୩ ଜଣଙ୍କୁ ଗିରଫ କରିଛି ପୋଲିସ। ଗିରଫ ହୋଇଥିବା ଅଭିଯୁକ୍ତମାନଙ୍କ ଠାରୁ ନଗଦ ୧ ଲକ୍ଷ ଟଙ୍କା ଜବତ ହୋଇଛି। ସୂଚନାନୁଯାୟୀ, କଟକରେ ଧଳା ଜହର କାରବାର ହେଉଥିବା ନେଇ ଦରଘାବଜାର ଥାନା ପୋଲିସକୁ ବିଶେଷ ସୂତ୍ରରୁ ସୂଚନା ମିଳିଥିଲା। ଏହାପରେ ପୋଲିସ ଚଢାଉ କରି ପ୍ରାୟ ୨୬ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ କରିଛି। ଏହା ସହ ୩ ଜଣଙ୍କୁ ଗିରଫ କରିଛି । ଗିରଫ ହୋଇଥିବା ଅଭିଯୁକ୍ତମାନଙ୍କ ଠାରୁ ନଗଦ ୧ ଲକ୍ଷ ଟଙ୍କା ଜବତ ହୋଇଛି। ବ୍ରାଉନ୍‌ସୁଗାର କାରବାରର ଚେର କେଉଁଆଡ଼େ ଲମ୍ବିଛି ସେନେଇ ଛାନ୍‌ଭିନ୍‌ ଜାରି ରଖିଛି ପୋଲିସ। ସମସ୍ତଙ୍କୁ ଅଟକ ରଖି ପଚରାଉଚୁରା କରୁଛି ପୋଲିସ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!