Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଳେଶ୍ୱରରୁ ପିକଅପ ଭର୍ତ୍ତି କେନ୍ଦୁ ପତ୍ର ଜବତ, ଡ୍ରାଇଭର ଅଟକ

by ସଞ୍ଜୟ ସ୍ୱାଇଁ
October 9, 2021
in Crime, State
ଜଳେଶ୍ୱରରୁ ପିକଅପ ଭର୍ତ୍ତି କେନ୍ଦୁ ପତ୍ର ଜବତ, ଡ୍ରାଇଭର ଅଟକ
18
VIEWS
Share on FacebookShare on Twitter

ଜଳେଶ୍ୱର, (ବାଘୁଆବାର୍ତ୍ତା): ଜଳେଶ୍ୱରରୁ ପିକଅପ ଭର୍ତ୍ତି କେନ୍ଦୁ ପତ୍ର ଜବତ । ତେବେ ଘଟଣାରେ ଜଣେ ଡ୍ରାଇଭରଙ୍କୁ ଅଟକ ରଖାଯାଇଛି । ଜଳେଶ୍ବର ବନ ବିଭାଗ ଦ୍ଵାରା ଲକ୍ଷ୍ମଣନାଥ ଟୋଲପ୍ଲାଜା ନିକଟରୁ ଜବତ କରାଯାଇଛି । କେନ୍ଦୁପତ୍ର ବୋଝେଇ ଗାଡି ଅନୁଗୁଳରୁ ପଶ୍ଚିମବଙ୍ଗକୁ ଚୋରାଚାଲାଣ ହେଉଥିଲା ବେଳେ ମାଡିବସିଥିଲା ବନବିଭାଗ । ବିପୁଳ ପରିମାଣର କେନ୍ଦୁପତ୍ର ଜବତ ହେବା ସହ ଡ୍ରାଇଭରଙ୍କୁ ଅଟକ ରଖାଯାଇଛି । ଅଟକ ଡ୍ରାଇଭର ଜଣଙ୍କ ହେଲେ ରାକେଶ ପ୍ରଧାନ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!