Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୦ ଲକ୍ଷ ଟଙ୍କାର ନକଲି ମଦ ଜବତ, ୩ ଗିରଫ

by ସଞ୍ଜୟ ସ୍ୱାଇଁ
October 9, 2021
in Crime, State
୧୦ ଲକ୍ଷ ଟଙ୍କାର ନକଲି ମଦ ଜବତ, ୩ ଗିରଫ
27
VIEWS
Share on FacebookShare on Twitter

ଭୋଗରାଇ, (ବାଘୁଆବାର୍ତ୍ତା): ବିପୁଳ ପରିମାଣର ନକଲି ମଦ ଜବତ । ବାଲେଶ୍ୱର ଅବକାରୀ ଡେପୁଟି କମିଶନର ଅଶୋକ କୁମାର ଶତପଥୀଙ୍କ ନିର୍ଦ୍ଦେଶ କ୍ରମେ ଜଳେଶ୍ବର ଅବକାରୀ ଓଆଇସି ଦେବେନ୍ଦ୍ର କୁମାର ବେହେରା ଓ ୨୨ ଜଣିଆ ଏକ ଟିମ ମିଳିତ ଭାବେ ଚଢଉ କରି ନକଲି ମଦ ଜବତ କରିଛନ୍ତି । ରାଜ୍ୟ ର।ଜପଥ ୫୭ ବ।ଟଗ୍ରାମ ଠାରୁ ଅନୁମାନିକ ୯୦୦ ଲିଟର ନକଲି ମଦ ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ଟଙ୍କା ହେବ । ପୂଜା ପାଇଁ ଏହି ନକଲି ମଦ ପଶ୍ଚିମବଙ୍ଗରୁ ଏକ ଖୋଲା ଭ୍ୟାନରେ ଓଡିଶାକୁ ପ୍ରବେଶ କରିଥିଲା।ଭୋଗରାଇ ତହସିଲଦାରଙ୍କ ଉପସ୍ଥିତରେ ଜଳେଶ୍ୱର ଓ ଭୋଗରାଇ ଅବକାରୀ ଚଢ଼ଉ କରି ଏକ ମଦ ଭର୍ତ୍ତି ଭ୍ୟାନ ସହିତ ୩ ଜଣକୁ ଗିରଫ କରି ତଦନ୍ତ ଚଳାଇଛନ୍ତି। ଏହି ଚଢ଼ଉରେ ଭୋଗରାଇ ତହସିଲଦାର କମଳାକାନ୍ତ ପଣ୍ଡାଙ୍କ ସହିତ ଅବକାରୀ ବିଭାଗ ୨୨ ଜଣିଆ ଟିମ୍ ଚଢ଼ଉ କରିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!