Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ରାଜ୍ୟ ପ୍ରଦୂଷଣ କଣ୍ଟ୍ରୋଲ ବୋର୍ଡ଼ର ୨ ଅଧିକାରୀ

by ସଞ୍ଜୟ ସ୍ୱାଇଁ
October 9, 2021
in Crime, State
ଭିଜିଲାନ୍ସ ଜାଲରେ ରାଜ୍ୟ ପ୍ରଦୂଷଣ କଣ୍ଟ୍ରୋଲ ବୋର୍ଡ଼ର ୨ ଅଧିକାରୀ
135
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ରାଜ୍ୟ ପ୍ରଦୂଷଣ କଣ୍ଟ୍ରୋଲ ବୋର୍ଡ଼ର ୨ ଅଧିକାରୀ। ରାଉରକେଲା ଆଞ୍ଚଳିକ ପଲ୍ୟୁସନ ଅଧିକାରୀ ଡଃ ପି.କେ ମହାପାତ୍ର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ରାଉରକେଲାରୁ ଭୁବନେଶ୍ୱର ଘରକୁ ଫେରୁଥିବାବେଳେ ଭିଜିଲାନ୍ସ ଚଢ଼ାଉ କରିଛି। ତାଙ୍କ ଠାରୁ ୧ଲକ୍ଷ ୭୫ହଜାର ନଗଦ ଟଙ୍କା ଜବତ କରାଯାଇଛି। ଏହାପରେ ଭୁବନେଶ୍ୱର ସୁନ୍ଦରପଦାରେ ଥିବା ତାଙ୍କ ବାସଭବନ ଉପରେ ଚଢ଼ାଉ କରାଯାଇଛି। ସେହିପରି ଆଉ ଜଣେ ଓଡ଼ିଶା ରାଜ୍ୟ ପ୍ରଦୂଷଣ କଣ୍ଟ୍ରୋଲ ବୋର୍ଡ଼ର ଅଧିକାରୀ ହେଉଛନ୍ତି ନରୋତ୍ତମ ବେହେରା। ବାଲେଶ୍ୱର ଜିଲ୍ଲା ଆଞ୍ଚଳିକ ପଲ୍ୟୁସନ ବିଭାଗ ଅଧିକାରୀ ନରୋତ୍ତମ ବେହେରାଙ୍କୁ ଟାଙ୍ଗୀ ଛକ ଗେଟ୍ ନିକଟରେ ଧରିଛି ଭିଜିଲାନ୍ସ। ତାଙ୍କଠାରୁ ୮୯ହଜାର ନଗଦ ଟଙ୍କା ଜବତ କରାଯାଇଛି। ପରେ ନରୋତ୍ତମ ବେହେରାଙ୍କ ବାସଭବନରେ ଚଢ଼ାଉ କରିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!