Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା

by ସଞ୍ଜୟ ସ୍ୱାଇଁ
October 10, 2021
in Crime, State
ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା
216
VIEWS
Share on FacebookShare on Twitter

ସମ୍ବଲପୁର, (ବାଘୁଆବାର୍ତ୍ତା): ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା। ବିବାହ କରିବେ ବୋଲି ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ଗର୍ଭବତୀ କରାଇ ଭିଡିଓ ଭାଇରାଲ୍ କରିବାକୁ ଧମକ ଦେଇ ଗିରଫ ହେଲେ ଯୁବକ। ପୀଡିତା ଯୁବତୀ ଜଣଙ୍କ ହୀରାକୁଦ ଅଞ୍ଚଳର। ଯୁବତୀଙ୍କ ଅଭିଯୋଗ ପରେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ହୀରାକୁଦ ପୋଲିସ। ସୂଚନାନୁଯାୟୀ, ଦେବଗଡ ତିଲେଇବଣୀ ଅଞ୍ଚଳର ଜୟନ୍ତ କୁମାର ବେହେରା ହୀରାକୁଦ ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ କରିବେ ବୋଲି କହି ଶାରିରୀକ ସମ୍ପର୍କ ରଖିଥିଲେ। ଏପରିକି ଯୁବତୀଙ୍କୁ ଗର୍ଭବତୀ କରାଇବା ସହ ତାଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ୍ କରିବେ ବୋଲି ଧମକ ଚମକ ଦେଉଥିଲେ। ଏନେଇ ପୀଡିତା ଯୁବତୀ ଜଣଙ୍କ ଥାନାରେ ଅଭିଯୋଗ କରିବା ପରେ ଆଜି ହୀରାକୁଦ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ତେବେ ଅଭିଯୁକ୍ତ ଯୁବକ ପୂର୍ବରୁ ବିବାହିତ ହୋଇଥିବା ସତ୍ତ୍ଵେ ପୀଡିତାଙ୍କୁ ବିବାହ ପ୍ରଲୋଭନ ଦେଖାଇ ଶାରିରୀକ ସମ୍ପର୍କ ରଖିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!