Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇପିଏଲ ବେଟିଂ ଚାଲିଥିବା ବେଳେ ଚଢାଉ କରିଛି ପୋଲିସ, ୮ ଲକ୍ଷ ୬୩ ହଜାର ୨୦୦ ଟଙ୍କା ଜବତ ସହ ୮ ଗିରଫ

by ସଞ୍ଜୟ ସ୍ୱାଇଁ
October 11, 2021
in Crime, State
ଆଇପିଏଲ ବେଟିଂ ଚାଲିଥିବା ବେଳେ ଚଢାଉ କରିଛି ପୋଲିସ, ୮ ଲକ୍ଷ ୬୩ ହଜାର ୨୦୦ ଟଙ୍କା ଜବତ ସହ ୮ ଗିରଫ
79
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ବାରମ୍ବାର ଚଢାଉ ସତ୍ତ୍ବେ ଥମୁନାହିଁ ଆଇପିଏଲ ବେଟିଂ । ବ୍ରହ୍ମପୁରରେ ପୁଣି ଆଇପିଏଲ ବେଟିଂ ଚାଲିଥିବା ବେଳେ ଚଢାଉ କରିଛି ପୋଲିସ । ଚଢାଉ ବେଳେ ୮ ଜଣଙ୍କୁ ଗିରଫ କରିଛି ପୋଲିସ । କିଙ୍ଗପିନ୍ ଜଗନ୍ନାଥ ଚୌଧୁରୀଙ୍କ ସମେତ ୮ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତଙ୍କ ନିକଟରୁ ୮ ଲକ୍ଷ ୬୩ ହଜାର ୨୦୦ ଟଙ୍କା ଜବତ କରାଯାଇଛି । ଏହାସହ ୧୧ଟି ମୋବାଇଲ ଫୋନ୍ ମଧ୍ୟ ଜବତ କରିଛି ପୋଲିସ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!