Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଇବିଧାର ବଜାରରୁ ବ୍ରାଉନସୁଗାର ଜବତ

by ସଞ୍ଜୟ ସ୍ୱାଇଁ
October 12, 2021
in Crime, State
ରାଇବିଧାର ବଜାରରୁ ବ୍ରାଉନସୁଗାର ଜବତ
87
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ବ୍ରହ୍ମଗିରି ଥାନା ଅଞ୍ଚଳର ରାଇବିଧାର ବଜାର ଉପରେ ଚଢ଼ାଉ କରି ବ୍ରାଉନସୁଗାର ଜବତ ହୋଇଛି। ଅଭିଯୁକ୍ତ ଜଣକ ହେଉଛନ୍ତି ଅଭିରାମ ଦାସ। ବୟସ ୩୬। ଚଢ଼ାଉ କରି ତାଙ୍କଠାରୁ ୧୧୨ଗ୍ରାମ ବ୍ରାଉନସୁଗାର ଏବଂ ଗୋଟିଏ କଳା ରଙ୍ଗର ପଲସର ବାଇକ ଓଡ଼ି ୧୩ଏମ୍ ୧୭୦୧ ଜବତ କରିଛି ପୋଲିସ୍। ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୧୧ଲକ୍ଷ ୨୦ହଜାର ଟଙ୍କାରୁ ଉଦ୍ଧ୍ୱର୍ ହେବ। ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ନିର୍ଦ୍ଦେଶକ୍ରମେ ଏବଂ ଅବକାରୀ ଅଧିକ୍ଷକ ଅମରେନ୍ଦ୍ର ଜେନାଙ୍କ ତତ୍ତ୍ୱାବଧାନରେ ସାତପଡ଼ା ଅବକାରୀ ଥାନା ଉପ-ନୀରିକ୍ଷକ ବିନୋଦ ବାସ୍କେଙ୍କ ନେତୃତ୍ୱରେ ଚଢ଼ାଉ କରି ବ୍ରାଉନସୁଗାର ଜବତ ହୋଇଛି। ଅଭିଯୁକ୍ତକୁ ଗିରଫ କରି ସାତପଡ଼ା ଅବକାରୀ ଥାନା କେସ୍ ନମ୍ବର ୬୪/୨୦୨୧-୨୨ରେ କୋର୍ଟ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ପୁରୀ କାରାଗାରକୁ ପଠାଯାଇଛି। ଏହି ଚଢ଼ାଉରେ ଅବକାରୀ ଉପ-ନିରୀକ୍ଷକ ବିନୋଦ ବାସ୍କେ, ରଙ୍କନିଧି ମଲ୍ଲିକ, ଏଏସଆଇ ଲୋକନାଥ ପଣ୍ଡା, କନେଷ୍ଟବଳ ସଞ୍ଜିପ ହସ୍ତି, ପ୍ରବୀଣ ବିରାଜ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!