Monday, July 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜଧାନୀ ଭୁବନେଶ୍ୱରରେ ଝରକା ଭାଙ୍ଗି ଘରେ ପଶି ନେଇଗଲେ ୨୫ ଲକ୍ଷ ଟଙ୍କାର ସୁନାଗହଣା

by ସଞ୍ଜୟ ସ୍ୱାଇଁ
October 17, 2021
in Crime, State
ରାଜଧାନୀ ଭୁବନେଶ୍ୱରରେ ଝରକା ଭାଙ୍ଗି ଘରେ ପଶି ନେଇଗଲେ ୨୫ ଲକ୍ଷ ଟଙ୍କାର ସୁନାଗହଣା
126
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀ ଭୁବନେଶ୍ୱରରେ ଚୋରି। ଝରକା ଭାଙ୍ଗି ଘରେ ପଶି ନେଇଗଲେ ୨୫ ଲକ୍ଷ ଟଙ୍କାର ସୁନାଗହଣା। ଶନିବାର ବିଳମ୍ବିତ ରାତିରେ ଲକ୍ଷ୍ମୀସାଗର ବୈରାଗୀ ନଗର ଅଞ୍ଚଳରେ ଘଟିଛି ଏହି ଘଟଣା। ସୂଚନା ଅନୁସାରେ ଘର ମାଲିକ କିଛି ଦିନ ହେଲା ନ ଥିଲେ। ସେ ଗୁଜରାଟରେ ଥିବା ତାଙ୍କ ପତ୍ନୀଙ୍କ ପାଖକୁ ଯାଇଥିଲେ। ତେବେ ତାଙ୍କ ବଡ଼ ଭାଇ ତଳ ମହଲାରେ ଥିଲେ। ବାଲକୋନି ପଟେ ଥିବା ଝରକା ଭାଙ୍ଗି ଚୋର ଘର ଭିତରେ ପଶିଥିବା କୁହାଯାଇଛି। ଜଣେ ପଡ଼ୋଶୀ ବିଳମ୍ବିତ ରାତିରେ ଅସ୍ୱାଭାବିକ ଶବ୍ଦ ଶୁଣି ପରିବାର ଲୋକଙ୍କୁ ଜଣାଇଥିଲେ। ଯାଞ୍ଚ କରିବା ବେଳକୁ ଚୋର ଚୋରି କରି ଚମ୍ପଟ ମାରି ସାରିଥିଲା। ଘର ମାଲିକଙ୍କ ବଡ଼ ଭାଇଙ୍କ କହିବା ଅନୁଯାୟୀ ଗତକାଲି ରାତି ପ୍ରାୟ ଗୋଟାଏରୁ ସାଢ଼େ ଗୋଟାଏ ମଧ୍ୟରେ ଏ ଘଟଣା ଘଟିଛି। ପ୍ରାୟ ୨୫ ଲକ୍ଷ ଟଙ୍କା ସୁନାଗହଣା ସହିତ ଚୋର ଘରେ ଥିବା ନଗଦ ଟଙ୍କା ମଧ୍ୟ ନେଇ ଯାଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!