Monday, July 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜମି ଜମା ବିବାଦକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଉଭୟ ପକ୍ଷରୁ ୧୦ ଗୁରୁତର

by ସଞ୍ଜୟ ସ୍ୱାଇଁ
October 17, 2021
in Crime, State
ଜମି ଜମା ବିବାଦକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଉଭୟ ପକ୍ଷରୁ ୧୦ ଗୁରୁତର
118
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ବାଲେଶ୍ବର ଜିଲ୍ଲା ସୋର ପୌରପାଳିକା ୬ନଂ ୱାର୍ଡର ପାରମହଲାରେ ଜମି ଜମା ବିବାଦକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି । ଉଭୟ ପକ୍ଷରୁ ୧୦ ଜଣ ଗୁରୁତର ଆହାତ ହୋଇଥିବା ଜଣାପଡ଼ିଛି । ଆହାତଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ପ୍ରଥମେ ସୋର ଡାକ୍ତର ଖାନାରେ ଭର୍ତ୍ତି କରିଥିଲେ । ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଗୁରୁତର ଆହାତମାନେ ହେଲେ ମିର୍ କେଶର, ମିର ଛୋଟୁ, ଜାହିଦ୍ ହୋସେନ୍, ମିର୍ ରୋଶନ, ତାକିମୁନ୍ ବିବି, ମିର୍ ମହିରାଜ୍, ମିର୍ ସମସାର, ମିର୍ ରିଆଜ୍, ମିର୍ ଆଜାଦ୍ । ମିର୍ ଆଜାଦ୍ ସେନାରେ ଜଣେ କାର୍ୟ୍ୟରତ କର୍ମଚାରୀ । ଖବର ପାଇ ଘଟଣାସ୍ଥଳରେ ସୋର ପୋଲିସ୍ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!