Tuesday, July 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାର୍ ଡିକିରୁ ୪ଟି ବସ୍ତାରେ ପ୍ରାୟ ୧ କ୍ଵିଣ୍ଟାଲ ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
October 18, 2021
in Crime, State
କାର୍ ଡିକିରୁ ୪ଟି ବସ୍ତାରେ ପ୍ରାୟ ୧ କ୍ଵିଣ୍ଟାଲ ଗଞ୍ଜେଇ ଜବତ
101
VIEWS
Share on FacebookShare on Twitter

ଲମତାପୁଟ, (ବାଘୁଆବାର୍ତ୍ତା): ଲମତାପୁଟ ପୋଲିସକୁ ବଡ଼ ସଫଳତା। ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ। ଜଙ୍ଗଲରେ ଗଞ୍ଜେଇ ଲୋଡ କରୁଥିବା ବେଳେ ଚଢାଉ କଲା ପୋଲିସ। ଗାଡି ଛାଡି ଘଟଣାସ୍ଥଳରୁ ୨ ଗଞ୍ଜେଇ ମାଫିଆ ଫେରାର୍। ସୂଚନାନୁଯାୟୀ, କାକଲପଡା ଗାଁ ନିକଟ ଜଙ୍ଗଲରେ ୨ ଜଣ ଗଞ୍ଜେଇ ମାଫିଆ ଏକ କାର୍‌ରେ ଗଞ୍ଜେଇ ଲୋଡ କରୁଥିଲେ। ଖବର ପାଇ ଲମତାପୁଟ ପୋଲିସ ଚଢାଉ କରିଥିଲା। ଫଳରେ ଗାଡି ଛାଡି ଘଟଣାସ୍ଥଳରୁ ୨ ଗଞ୍ଜେଇ ମାଫିଆ ଫେରାର୍ ହୋଇଯାଇଛନ୍ତି। କାର୍ ଡିକିରୁ ୪ଟି ବସ୍ତାରେ ପ୍ରାୟ ୧ କ୍ଵିଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ ଲକ୍ଷ ଟଙ୍କା ହେବ। ଏହି ଗଞ୍ଜେଇ କାକଲପଡ଼ା ଅଞ୍ଚଳରୁ ହରିୟାଣା ଚାଲାଣ ହେଉଥିଲା ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!