Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୩୩ କେଜି ଗଞ୍ଜେଇ ଜବତ, ୪ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
July 18, 2021
in Crime, State
୨୩୩ କେଜି ଗଞ୍ଜେଇ ଜବତ, ୪ ଅଭିଯୁକ୍ତ ଗିରଫ
56
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ସୋନପୁର ଜିଲ୍ଲାରୁ ଛତିଶଗଡ଼ ଗଞ୍ଜେଇ ଚୋରା ଚାଲାଣ । ଦାମୀ କାରରେ ଚାଲାଣ ବେଳେ ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ବରଗଡ଼ ଜିଲ୍ଲା ସୋହେଲା ଥାନା ପୋଲିସ । ଦୁଇଟି କାର୍ ସହ ୪ ଜଣ ଅଭିଯୁକ୍ତକୁ ଗିରଫ କରାଯାଇଛି । ବିଶେଷସୂତ୍ରରୁ ଗଞ୍ଜେଇ ଚାଲାଣପ ସୁରାକ ପୋଲିସକୁ ମିଳିଥିଲା । ଗଞ୍ଜେଇ ମାଫିଆଙ୍କୁ ଧରିବା ପାଇଁ ପୋଲିସ ନାକାବନ୍ଦୀ କରିଥିଲା । ଯାଞ୍ଚ ବେଳେ ଛତିଶଗଡ଼ ନମ୍ବର ଥିବା CG04NH 9998 ଇନୋଭା ଗାଡ଼ି ଓ CG04LD 5665 ନମ୍ବର ବିଶିଷ୍ଟ ସ୍ୱିଫ୍ଟ ଡିଜାୟାରରୁ ୨୩୩ କେଜି ଗଞ୍ଜେଇ ଜବତ ହୋଇଛି । ଗାଡ଼ିରେ ଅଭିଯୁକ୍ତ ପ୍ରେସ୍ ଲେଖିଥିଲେ । ଗିରଫ ଅଭିଯୁକ୍ତମାନେ ହେଲେ ଛତିଶଗଡ଼ ଧମତରି ଜିଲ୍ଲାର ହେମରାଜ ନିଶାଦ, କାଙ୍କେର ଜିଲ୍ଲାର ସଞ୍ଜୟ ତ୍ରିପାଠୀ, ଅଜୟ ତ୍ରିପାଠୀ ଓ ଗୌରବ ଖପର୍ଡେ । କାର୍ ସହ ନଗଦ ୧୩ ହଜାର ୧୨୦ ଟଙ୍କା ଓ ୬ଟି ମୋବାଇଲ ଜବତ ହୋଇଛି । ଏବେ ବହୁ ଗାଡ଼ିରେ କିଛି ଲୋକ ପ୍ରେସ ଲେଖି ବେଆଇନ୍ କାମ କରୁଛନ୍ତି । ତେଣୁ ଯାଞ୍ଚ ବେଳେ ପୋଲିସକୁ ସହଯୋଗ କରିବା ପାଇଁ ଅନୁରୋଧ କରିଛନ୍ତି ବରଗଡ଼ ଏସପି ରାହୁଲ ଜୈନ୍ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!