Wednesday, July 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ୟବସାୟୀ କ୍ଷୀରୋଦ ସାହୁଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣାରେ ୪ ଜଣିଆ ଡକାୟତ ଗ୍ୟାଙ୍ଗ୍ ଗିରଫ

by ସଞ୍ଜୟ ସ୍ୱାଇଁ
October 18, 2021
in Crime, State
ବ୍ୟବସାୟୀ କ୍ଷୀରୋଦ ସାହୁଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣାରେ ୪ ଜଣିଆ ଡକାୟତ ଗ୍ୟାଙ୍ଗ୍ ଗିରଫ
106
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ବ୍ୟବସାୟୀ କ୍ଷୀରୋଦ ସାହୁଙ୍କୁ ଗୁଳିମାଡ ଓ ଲୁଟ୍ ଘଟଣାରେ ୪ ଜଣିଆ ଡକାୟତ ଗ୍ୟାଙ୍ଗ୍ କୁ ଗିରଫ କଲା କନ୍ଦରପୁର ଥାନା ପୋଲିସ । ଦୁଇ ଦିନ ତଳେ ଏହି ଗ୍ୟାଙ୍ଗର ମୁଖ୍ୟ ରାକାକୁ ଏନକାଉଣ୍ଟର କରିଥିଲା ପୋଲିସ । ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ କୁଖ୍ୟାତ ଡକାୟତ ସାଗର ମାଲିକ ରହିଥିବା ଜଣାପଡିଛି । ଗତ ସେପ୍ଟେମ୍ବର ୯ ତାରିଖରେ ବ୍ୟବସାୟୀଙ୍କୁ ଗୁଳି କରି ଲକ୍ଷାଧିକ ଟଙ୍କା ଲୁଟ୍ ହୋଇଥିଲା । ଏନେଇ ସାମ୍ବାଦିକ ସମ୍ମିଳନୀରେ କଟକ ଜୋନ୍-୬ ଏସିପି ଚନ୍ଦନ ଘଡେଇ ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!