Wednesday, July 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଣେ ନାବାଳିକାକୁ ବାଇଗଣ ବାଡ଼ିରେ ଦୁଷ୍କର୍ମ, ୪ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
October 18, 2021
in Crime, State
ଜଣେ ନାବାଳିକାକୁ ବାଇଗଣ ବାଡ଼ିରେ ଦୁଷ୍କର୍ମ, ୪ ଅଭିଯୁକ୍ତ ଗିରଫ
134
VIEWS
Share on FacebookShare on Twitter

ପାଟଣାଗଡ଼, (ବାଘୁଆବାର୍ତ୍ତା): ବଲାଙ୍ଗୀର ଜିଲ୍ଲା ଲରମ୍ଭା ଥାନା ଅନ୍ତର୍ଗତ ଏକ ଗାଁର ଜଣେ ନାବାଳିକାକୁ ଉକ୍ତ ଗାଁର ୪ ଜଣ ଯୁବକ ଦୁଷ୍କର୍ମ ଉଦ୍ୟମ କରି ଧରାପଡ଼ିଛନ୍ତି। ଘର ପଛପଟେ ଥିବା ବାଇଗଣ ବାଡ଼ିରେ ଦୁଷ୍କର୍ମ କରିବାକୁ ଉଦ୍ୟମ ସମୟରେ ନାବାଳିକା ଜଣଙ୍କ ସେଠାରୁ କୌଶଳ କ୍ରମେ ଖସି ଆସିଥିଲେ। ପରେ ନାବାଳିକା ଜଣକ ଥାନାରେ ଏ ନେଇ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୁକ୍ତମାନେ ହେଲେ ସୁଦାମ ପୁଟେଲ ( ୨୦ ) , ବିପିନ ପୁଟେଲ ( ୨୫ ) , ସୁଶାନ୍ତ ପୁଟେଲ ( ୧୯ ) ଓ କବଲ୍ୟ ପୁଟେଲ ( ୨୦ ) । ଲରମ୍ଭା ପୁଲିସ ଏ ସମ୍ପର୍କରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ଆଜି ପୁଲିସ ଏହି ୪ ଜଣ ଅଭିଯୁକ୍ତଙ୍କୁ ଗରିଫ କରି କୋର୍ଟ ଚାଲାଣ କରିଛି । ବଲାଙ୍ଗୀର କୋର୍ଟରେ ଜାମିନ ନାମଞ୍ଜୁର ହେବା ପରେ ସେମାନଙ୍କୁ ବଲାଙ୍ଗୀର ଜେଲକୁ ପଠାଇ ଦିଆଯାଇ ଥିବା ଥାନା ଅଧିକାରୀ ବାରିଣୀ ଦାସ ସୂଚନା ଦେଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!