Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨କିଲୋ ୪୦୦ଗ୍ରାମର ବ୍ରାଉନ ସୁଗାର ଜବତ ହେବା ସହ ୩ଜଣଙ୍କୁ ଅଟକ

by ସଞ୍ଜୟ ସ୍ୱାଇଁ
October 19, 2021
in Crime, State
୨କିଲୋ ୪୦୦ଗ୍ରାମର ବ୍ରାଉନ ସୁଗାର ଜବତ ହେବା ସହ ୩ଜଣଙ୍କୁ ଅଟକ
160
VIEWS
Share on FacebookShare on Twitter

ଜଳେଶ୍ବର, (ବାଘୁଆବାର୍ତ୍ତା): ଜଳେଶ୍ବର ଷ୍ଟେସନ ବଜାରସ୍ଥିତ ଡାଇମଣ୍ଡ ହୋଟେଲରେ ମଙ୍ଗଳବାର ବଡ ଧରଣର ଚଢାଉ ହୋଇଛି। ଏଥିରେ ଦୁଇ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ବ୍ରାଉନସୁଗାର ଜବତ ହୋଇଛି। ଏହି ଘଟଣାରେ ଦୁଇ ମହିଳା ସମେତ ୩ଜଣଙ୍କୁ ଅଟକ ରଖାଯାଇଛି। ଯୁବକ ଜଣକ ହେଲେ ମୁକ୍ତାର ଅଲ୍ଲୀ ଖାଁ ଏବଂ ତାଙ୍କ ସ୍ତ୍ରୀ ଓ ଶାଶୁ। ସୂଚନା ଅନୁଯାୟୀ, ସୋମବାର କୌଣସି ସୁତ୍ରରୁ ଖବରପାଇ ଜଳେଶ୍ୱର ପୁଲିସ ଓ ଅବକାରୀ ବିଭାଗ ଦ୍ବାରା ଷ୍ଟେସନ ବଜାରସ୍ଥିତ ଡାଇମଣ୍ଡ ହୋଟେଲରେ ମିଳିତ ଚଢଉ ହୋଇଥିଲା। ଏହି ଚଢ଼ାଉରେ ୨କିଲୋ ୪୦୦ଗ୍ରାମରୁ ଊର୍ଦ୍ଧ୍ବ ବ୍ରାଉନ ସୁଗାର ଜବତ ହେବା ସହ ୩ଜଣଙ୍କୁ ଅଟକ ରଖାଯାଇଛି। ଅଟକ ଯୁବକ ଜଣକ ହେଲେ ଡାଇମଣ୍ଡ ହୋଟେଲ ମାଲିକ ମୁକ୍ତାର ଅଲ୍ଲୀ ଖାଁ ତାଙ୍କ ସ୍ତ୍ରୀ ଓ ଶାଶୁ। ଜବତ ବ୍ରାଉନ ସୁଗାରର ଆନୁମାନିକ ମୂଲ୍ୟ ୨କୋଟି ୪୦ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ବ ହେବ ବୋଲି ଜଣାପଡ଼ିଛି। ପୁଲିସ ଓ ଅବକାରୀ ବିଭାଗ ସେମାନଙ୍କୁ ଅଟକ ଅଟକ ରଖି ତଦନ୍ତ ଜାରି ରଖିଛି। ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଅଞ୍ଚଳରେ ବ୍ରାଉନ ସୁଗାର ବ୍ୟବସାୟ ଜଳେଶ୍ୱର ପୁଲିସ ଏବଂ ଅବକାରୀ ବିଭାଗର ମୁଣ୍ଡ ବିନ୍ଧାର କାରଣ ସାଜିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!