Thursday, July 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍କୁଲ ଅଧ୍ୟକ୍ଷା ନିଖୋଜ ଘଟଣା: ସନ୍ଦେହରେ ଖେଳପଡିଆ ଯାଞ୍ଚ କରୁଛି ପୋଲିସ

by ସଞ୍ଜୟ ସ୍ୱାଇଁ
October 19, 2021
in Crime, State
ସ୍କୁଲ ଅଧ୍ୟକ୍ଷା ନିଖୋଜ ଘଟଣା: ସନ୍ଦେହରେ ଖେଳପଡିଆ ଯାଞ୍ଚ କରୁଛି ପୋଲିସ
74
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): ମହାଲିଙ୍ଗ ସନସାଇନ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣା। ନିର୍ମାଣଧୀନ ମହାଲିଙ୍ଗ ଖେଳପଡିଆରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ମାଜିଷ୍ଟ୍ରେଟ ଦାୟିତ୍ବରେ ଥିବା ଅତିରିକ୍ତ ତହସିଲଦାର ଓ କେଗାଁ ଥାନା ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି। ପୋଲିସ ଫୋର୍ସ ଖେଳ ପଡିଆର ତନତନ ଯାଞ୍ଚ କରୁଛନ୍ତି । ଫେରାର ସ୍କୁଲ ସଭାପତି ଗୋବିନ୍ଦ ସାହୁ ଏହି ଖେଳ ପଡିଆର ଠିକାଦାର ଅଛନ୍ତି। ନିଖୋଜ ମମିତା ମେହେରଙ୍କ ସହ କୈାଣସି ଅଘଟଣ ପରେ ଏହି ଖେଳ ପଡିଆ ମାଟି ତଳେ ପୋତି ଦେଇଥିବା ଅନୁମାନ କରାଯାଉଛି । ଏହାକୁ ନେଇ ପୋଲିସ ଯାଞ୍ଚ କରୁଛି । ସୂଚନାଯୋଗ୍ୟ ଯେ, କଳାହାଣ୍ଡି ମହାଲିଙ୍ଗ ସନସାଇନ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ନିଖୋଜ ଘଟଣାକୁ ଇତିମଧ୍ୟରେ ୯ରୁ ଅଧିକ ଦିନ ବିତିସାରିଲାଣି । ହେଲେ ଏବେ ଯାଏଁ ସ୍କୁଲ ଅଧ୍ୟକ୍ଷାଙ୍କ କୌଣସି ପତ୍ତାମିଳୁନାହିଁ । ପୋଲିସ ସନ୍ଦେହରେ ଅନେକ ସ୍ଥାନରେ ରେଡ଼ ଜାରି ରଖିଛି । ଏହିପ୍ରରିପେକ୍ଷୀରେ ଆଜି ନିର୍ମାଣଧୀନ ମହାଲିଙ୍ଗ ଖେଳପଡିଆରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି । ନିଖୋଜ ମମିତା ମେହେରଙ୍କ ସହ କୈାଣସି ଅଘଟଣ ପରେ ଏହି ଖେଳ ପଡିଆ ମାଟି ତଳେ ପୋତି ଦେଇଥିବା ଅନୁମାନ କରାଯାଉଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!